Odisha Link
Bridging the Missing Links in Odisha

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍‌ ବ୍ୟୁରୋ: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଛି। ବିଧାନସଭା ଅଧିବେଶନ ଜାରି ରହିଥିବାରୁ ଆଜି (ସୋମବାର) ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରଖାଯାଇଛି। ଏଥି ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି।

Leave A Reply

Your email address will not be published.