Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଅବକାରୀ ଜଏଣ୍ଟ କମିଶନର, ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢ଼ାଉ

ଓଏଲ୍‌ ବ୍ୟୁରୋ: କୁବେର ବାବୁଙ୍କ ପରେ ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ରେଡ୍‌ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଏକସଙ୍ଗେ ୧୦ଟି ସ୍ଥାନରେ ଚଢ଼ାଉ କରୁଛନ୍ତି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର, ସୋନପୁର, ବଲାଙ୍ଗିର ଘର ସମେତ ତାଙ୍କ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢ଼ାଉ ଜାରି କରିଛି।

Leave A Reply

Your email address will not be published.