Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

ଓଏଲ୍‌ ବ୍ୟୁରୋ: ଆଉ କିଛି ସମୟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେବ। ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହେବ। ମୋହନ ସରକାରଙ୍କ ଏହା ଚତୁର୍ଥ କ୍ୟାବିନେଟ୍ ବୈଠକ। ତେବେ ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଉପରେ କ୍ୟାବିନେଟ ମୋହର ବାଜିପାରେ ବୋଲି କୁହାଯାଉଛି।

Leave A Reply

Your email address will not be published.