Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ସିଏଚ୍ଏସ୍ଇ ଅଧିକାରୀ, ଏକକାଳୀନ ୩ଟି ସ୍ଥାନରେ ଚାଲିଛି ରେଡ୍

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଆଜି ଭିଜିଲାନ୍ସ ଜାଲରେ ସିଏଚ୍ଏସ୍ଇ ଅଧିକାରୀ ପଡିଛନ୍ତି। ସିଏଚ୍ଏସ୍ଇର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ବିହିଜିଳାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ। ଭୁବନେଶ୍ୱର ଓ ଜଗତସିଂହପୁରର ୩ଟି ସ୍ଥାନରେ ରେଡ୍ କରାଯାଉଛି। କାନନବିହାରର ୪ ମହଲା ଘର ଓ ସାମନ୍ତରାପୁର ଅଫିସ, କେନ୍ଦ୍ରାପଡ଼ା ପୈତୃକ ବାସଭବନରେ ରେଡ୍ ଚାଲିଛି।

Leave A Reply

Your email address will not be published.