Odisha Link
Bridging the Missing Links in Odisha

ଓଡ଼ିଶାରେ ପ୍ରଧାନମନ୍ତ୍ରୀ, ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଓଏଲ୍‌ ବ୍ୟୁରୋ: ୭୪ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ୭୪ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ମୋଦିଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟୀ ଅନେକ ପ୍ରକାରର କାର୍ଯ୍ୟକ୍ରମର ଯୋଜନା କରିଛି। ଏସବୁ ମଧ୍ୟରେ ଜନ୍ମଦିନ ଅବସରରେ ଓଡ଼ିଶା ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ। ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚି ଗାଡ଼କଣ ଅଭିମୁଖେ ଯାତ୍ରା କରିବେ। ଏହା ପରେ ଜନତା ମୈଦାନ ଯାଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।

Leave A Reply

Your email address will not be published.