Odisha Link
Bridging the Missing Links in Odisha

ରାଗିଂ କଟକଣାକୁ ଅବମାନନା, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ଆସିଲା ବଡ଼ ଅଭିଯୋଗ

ଓଏଲ୍‌ ବ୍ୟୁରୋ: ରାଗିଂ ମୁକ୍ତ କ୍ୟାମ୍ପସ କରିବାପାଇଁ ଆଣ୍ଟି ରାଗିଂ କମିଟିର ନିୟମ ସମସ୍ତ କଲେଜରେ ପ୍ରଚଳିତ ହେବାପରେ ମଧ୍ୟ କିଛି ଦିନ ହେବ ଅନେକ କଲେଜରେ ରାଗିଂ ଘଟଣା ଦେଖାଦେଇଛି। ତେବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ରାଗିଂ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ୫ ନମ୍ବର ଛାତ୍ରାବାସରେ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ରାଗିଂ ଅଭିଯୋଗ ପରେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି।

Leave A Reply

Your email address will not be published.