Odisha Link
Bridging the Missing Links in Odisha

ନିଲାମ ହେଲା ଅର୍ପଣ ଚାଉଳ, କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ବିକ୍ରି

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ସମୟରେ ଜଗନ୍ନାଥଙ୍କୁ ଗାଡ଼ିରେ ବୁଲାଇ ଜନସାଧାରଣଙ୍କଠାରୁ ଯେଉଁ ଚାଉଳ ଦାନ ଆକାରରେ ସଂଗ୍ରହ କରାଯାଇଥିଲା ତାହାର ସ୍ଥିତିକୁ ନେଇ ପ୍ରଶ୍ନ ଉଠିଥିବାବେଳେ ଅର୍ପଣ ଚାଉଳ ନିଲାମ ହୋଇଛି। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହୋଇଛି ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି।

Leave A Reply

Your email address will not be published.