Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଓଏଲ୍ ବ୍ୟୁରୋ: ଲାଞ୍ଚ ନେବା ପଡିଲା ମହଙ୍ଗା। ଭିଜିଲାନ୍ସ ପଞ୍ଝାରେ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଜାଲରେ ପଡ଼ିଥିବା କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ହେଉଛନ୍ତି ସୁବର୍ଣ୍ଣପୁର ଜଳସେଚନ ପ୍ରକଳ୍ପର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ। ୪୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ିଛନ୍ତି।

Leave A Reply

Your email address will not be published.