Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଜଣେ ବରିଷ୍ଠ ଅଧିକାରୀ, ଏକକାଳୀନ ୮ ସ୍ଥାନରେ ଚଢ଼ାଉ

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବରିଷ୍ଠ ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କ ଘରେ ରେଡ୍ କରିଛି। ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।

Leave A Reply

Your email address will not be published.