Odisha Link
Bridging the Missing Links in Odisha

ହରିୟାଣାରେ ବିଜେପି ସରକାର, ଶପଥ ନେଲେ ନାୟବ ସିଂ ସଇନି

ଓଏଲ୍‌ ବ୍ୟୁରୋ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ହରିୟାଣା ନିର୍ବାଚନରେ ବାଜି ମାରିଛି ବିଜେପି। କାମ କରିଛି ମୋଦି ମ୍ୟାଜିକ। ତୃତୀୟ ଥର ପାଇଁ ହରିୟାଣାରେ ଭାଜପା ସରକାର ଗଠନ ହୋଇଛି। ନାୟବ ସିଂ ସଇନିଙ୍କୁ ପୁଣି ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଆଜିଠୁ ନିଜର ଦ୍ବିତୀୟ ଇନିଂସ ଆରମ୍ଭ କରିଛନ୍ତି ନାୟବ ସିଂ ସଇନି।

Leave A Reply

Your email address will not be published.