Odisha Link
Bridging the Missing Links in Odisha

ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଓଏଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଗତକାଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟର ବିଭିନ୍ନ ଜିଲ୍ଲା ଓ ବ୍ଲକ୍‌ରେ କାର୍ଯ୍ୟରତ ୧୧୮ ଜଣ ଓଏଏସ୍‌ଙ୍କ ବଦଳି ହୋଇଛି। ବଦଳି ଅଧିକାରୀଙ୍କ ମଧ୍ୟରେ ଅଧିକାଂଶ ତହସିଲଦାର ଓ ଡେପୁଟି କଲେକ୍ଟର ରହିଥିବା ବେଳେ କିଛି ଓଏସ୍‌ଡି, ପୌର ସଂସ୍ଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରହିଛନ୍ତି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି।

Leave A Reply

Your email address will not be published.