Odisha Link
Bridging the Missing Links in Odisha

ଟଳିଲା ବାତ୍ୟା ଭୟ, ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ

ଓଏଲ୍ ବ୍ୟୁରୋ: ଦୁର୍ବଳ ହେଉଛି ଦାନା। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିବା ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି। ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି। ଦୁର୍ବଳ ହୋଇ ଘଣ୍ଟାକୁ ୧୦ କିମି ବେଗରେ ଗତି କରୁଛି। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ଦାନା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ସ୍ଥଳଭାଗ ଅତିକ୍ରମ କରିଥିଲା। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ। ମଧ୍ୟରାତ୍ରରେ ମାଡ଼ ହୋଇଥିଲା ବାତ୍ୟା ଦାନା।

Leave A Reply

Your email address will not be published.