Odisha Link
Bridging the Missing Links in Odisha

ଡିସେମ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍ ବ୍ୟୁରୋ: ଚଳିତମାସ ଡିସେମ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ବିଧାନସଭା ଚାଲୁଥିବାରୁ ସୋମବାର ଗୁଡ଼ିକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସୂଚନା ଅନୁସାରେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଛି। ସେହିଭଳି ଆସନ୍ତା ୯,୧୬,୨୩,୩୦ ରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।

Leave A Reply

Your email address will not be published.