ବିଜୟ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କଲେ ସରକାର
ଓଏଲ୍ ବ୍ୟୁରୋ: ବିଜୟ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କଲେ ରାଜ୍ୟ ସରକାର। ସ୍ବାସ୍ଥ୍ୟ ବିଭାଗର ସ୍ଵତନ୍ତ୍ର ସଚିବ ଭାବେ ଦାୟିତ୍ବ ପ୍ରଦାନ କଲେ ସରକାର। କରୋନା ମହାମାରୀ ସମୟରେ ବିଜୟ କୁମାର ମହାପାତ୍ର ସ୍ୱାସ୍ଥ୍ୟ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ସମ୍ପାଦନା କରିଛନ୍ତି।