Odisha Link
Bridging the Missing Links in Odisha

ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ, ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଏଲ୍‌ ବ୍ୟୁରୋ: ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସ। ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସରେ ପୂର୍ବାହ୍ନ ୮ଟା ୩୦ରେ ରାଜଭବନ ଛକ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି। ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ।

Leave A Reply

Your email address will not be published.