Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ରେମୁଣା ତହସିଲଦାର, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଲେ ରେମୁଣା ତହସିଲଦାର ବିଦ୍ୟାଧର ପତି। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଏକକକଲିନ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଭୁବନେଶ୍ୱର ଓ ବାଲେଶ୍ଵରର ୭ଟି ସ୍ଥାନରେ ଭିଜିଲାନ୍ସ ଦଳ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ସମ୍ପତ୍ତିର ଛାନଭିନ କରୁଛି।

Leave A Reply

Your email address will not be published.