ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇର ଚଢ଼ାଉ By AKR On Feb 18, 2025 ଓଏଲ୍ ବ୍ୟୁରୋ: ରାଜ୍ୟ ସରକାରଙ୍କ ଚର୍ଚ୍ଚିତ ଆଇଏଏସ୍ ଅଫିସର ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢ଼ାଉ କରିଛି। ଆଜି ସକାଳୁ ସିବିଆଇ ରେଡ କରିଥିବା ଜଣାପଡ଼ିଛି। ସିବିଆଇର ୮ ଜଣିଆ ଟିମ୍ ପଚରାଉଚରା କରୁଥିବା ସୂଚନା ରହିଛି। Share