Odisha Link
Bridging the Missing Links in Odisha

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୧୨ଟା ଯାଏଁ ଗୃହ ମୁଲତବି ଘୋଷଣା

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଧାନସଭା ପ୍ରଶ୍ନକାଳ କାର୍ଯ୍ୟ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି, ହୋହହ୍ଲା କରିଥିଲେ। ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୨ଟା ଯାଏଁ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ।

Leave A Reply

Your email address will not be published.