ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ କାର୍ଯ୍ୟ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।