Odisha Link
Bridging the Missing Links in Odisha

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି

ଓଏଲ୍‌ ବ୍ୟୁରୋ: ତ୍ରୁଟିମୁକ୍ତ ପରୀକ୍ଷା କରିବା ପାଇଁ ପ୍ରଚେଷ୍ଟା ଆରମ୍ଭ ହୋଇଥିବାବେଳେ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ଦେଖିବାକୁ ମିଳିଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ୍‌ ଥିବା ପରୀକ୍ଷାର୍ଥୀ ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ କଲେଜ କର୍ତ୍ତୃପକ୍ଷ ବାତିଲ କରିଛନ୍ତି।

Leave A Reply

Your email address will not be published.