ବଜେଟ ୨୦୨୦: ବଜେଟ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ: ସଂସଦରେ ବଜେଟ ଅଧିବେଶନ ଆରମ୍ଭ। ଶନିବାର ପୂର୍ବାହ୍ନ ୧୧ଟା ବେଳେ ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ବାଚସ୍ପତି ଓମ୍ ବିର୍ଲା ଲୋକସଭାରେ ଆସନ ଗ୍ରହଣ କରିବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହା ହେଉଛି ତାଙ୍କର ଦ୍ୱିତୀୟ ବଜେଟ୍ ଅଭିଭାଷଣ। ଏହା ନିର୍ମଳା ସୀତାରମଣଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।
Comments are closed.