କରୋନା: ଭୁବନେଶ୍ୱରରୁ ଆଉ ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ଅଛନ୍ତି ଏବଂ ୧୮୪ଜଣ ଆରୋଗ୍ୟ ଲାଭ କରିଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 16th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/EtsO4nzw42— BMC (@bmcbbsr) August 16, 2020
ସୂଚନାଯୋଗ୍ୟ, ଏବେ ସୁଦ୍ଧା ଭୁବନେଶ୍ୱରରେ ମୋଟ ୫୨୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୩୫ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୧୮୨୩ଟି ସକ୍ରିୟ କେସ୍ ଥିବା ବେଳେ ୨୫ ଜଣ ପ୍ରାଣ ହରାଇଛନ୍ତି।
Comments are closed.