Odisha Link
Bridging the Missing Links in Odisha

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କରୋନା

ଭୁବନେଶ୍ଵର: କଂଗ୍ରେସର କଟକ-ବାରବାଟୀ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ୍ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନିକଟରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜର ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି।

Comments are closed.