Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ଗତ୨୪ ଘଣ୍ଟା ମଧ୍ୟରେ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି।

୧୩ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ସର୍ବାଧିକ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଝାସଗୁଡ଼ା,କେଉଁଝରରୁ ୨ଜଣ, ନୂଆପଡ଼ାରୁ ୩ଜଣ, ମାଲକାନଗିରି, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

Comments are closed.