କରୋନା: ରାଜ୍ୟରେ ଆଖି ବୁଜିଲେ ୧୨ ଆକ୍ରାନ୍ତ

ଭୁବନେଶ୍ୱର: ଦୀର୍ଘ ସାତ ପରେ କରୋନା ସଂକ୍ରମଣ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ। ଆଜି ରାଜ୍ୟରେ କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୫୨କୁ ବୃଦ୍ଧି ପାଇଛି।
୧୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Comments are closed.