ରାଜ୍ୟରେ କରୋନା: ୪୦୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୪୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୮୦୩ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରରୁ ୧୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Covid-19 Report For 4th December
New Positive Cases: 409
In quarantine: 234
Local contacts: 175(Details of local contacts will be shared by concerned District Administration)
District Wise Cases:
1. Angul: 35
2. Balasore: 9
3. Bargarh: 22
4. Bhadrak: 10
5. Balangir: 32— I & PR Department, Odisha (@IPR_Odisha) December 5, 2020
ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୩ଜଣ, ଷ୍ଟେଟ ପୁଲ୍ରୁ ୧୦ଜଣ ରହିଛନ୍ତି ।
Comments are closed.