Odisha Link
Bridging the Missing Links in Odisha

‘ହିଂସା, ଆତଙ୍କରାଜ ଓ ହତ୍ୟା’ ଗଣତନ୍ତ୍ରର…

ଭୂବନେଶ୍ୱର: ଗଣତନ୍ତ୍ରରେ ହିଂସାର କୈାଣସି ସ୍ଥାନ ନାହିଁ। ଗଣତନ୍ତ୍ର ପ୍ରକ୍ରିୟାରେ ଜନତାଙ୍କ ଇଚ୍ଛା ଅନୁସାରେ ମତଦାନ କରିବାର ପୂର୍ଣ୍ଣ ଅଧିକାର ରହିଛି। ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସାରେ ଟିଏମସି କାର୍ଯ୍ୟକର୍ତ୍ତାମାନେ ଯେଉଁ ଭଳି ଭାବେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ବର୍ବର ଓ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୧୭୬ କରୋନା…

ଭୁବନେଶ୍ୱର: ରାଜ୍ୟରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୧୭୬ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇସାରିଲାଣି। ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୪ ଜଣ…

ଲକ୍ଷ୍ନୌର ଅକ୍ସିଜେନ ରିଫିଲି ପ୍ଲାଣ୍ଟରେ…

ଲକ୍ଷ୍ନୌ: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଅଘଟଣ ଘଟିଛି। ଅକ୍ସିଜେନ ପ୍ଲାଣ୍ଟ ବିସ୍ଫୋରଣ ହେବା ଯୋଗୁଁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଆଉ ଘଟଣା ସ୍ଥଳରେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏନେଇ ଖବର ପାଇବା ପରେ ପୋଲିସ ଓ ଅଗ୍ନୀଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାମ ଆରମ୍ଭ କରିଛନ୍ତି।…

କାଳବୈଶାଖୀ ଆଶଙ୍କା, ୨୩ ଜିଲ୍ଲାକୁ ସତର୍କ…

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୩ ଜିଲ୍ଲାକୁ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ସମୟରେ…

ଅକ୍ସିଜେନ ଅଭାବରୁ ମେଡିକାଲରେ ଚାଲିଗଲା ୮…

ନୂଆଦିଲ୍ଲୀ:  ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ବଢୁଛି କରୋନାର କାୟା। ସ୍ଥିତି ହେଉଛି ବେକାବୁ। ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି। ଏହାରି ଭିତରେ ଦିଲ୍ଲୀରୁ ଆସିଛି ଏକ ଦୁଃଖଦ ଖବର। ଦିଲ୍ଲୀ…

ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା…

ଭୁବନେଶ୍ବର: : ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗତ ମାସରେ ଅନେକ ପଦକ୍ଷେପ ‌ନେଇଥିଲେ। କିନ୍ତୁ ସଂକ୍ରମଣ ନଅଟକିବାରୁ ଏବେ କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି। ପୂର୍ବ ଘୋଷଣା ଆଜି ଠାରୁ ରାଜ୍ୟରେ ଲକ୍‌ଡାଉନ୍ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ କିଛି…

ଓଡ଼ିଆ ହାସ୍ୟକବି ସମ୍ମିଳନୀ ପକ୍ଷରୁ…

ଭୁବନେଶ୍ବର: କେବଳ ବ୍ୟଙ୍ଗ ନୁହେଁ ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗରେ ସଫଳ ଲେଖନୀ ଚାଳନା ସହିତ ସାହିତ୍ୟ ସଂଗଠନ ଏବଂ ସାବିତ୍ରୀ ପାଠାଗାର ଓ ସଂଗ୍ରହାଳୟ ସ୍ଥାପନ ଜରିଆରେ ଉପାନ୍ତ ଜିଲ୍ଲାମାନଙ୍କରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଦିବଂଗତ ବିଶିଷ୍ଟ ସାହିତ୍ୟିକ ତଥା ବ୍ୟଙ୍ଗକାର ଡମ୍ବରୁଧର…

ମେ’ ଦ୍ୱିତୀୟ ସପ୍ତାହରେ ବଙ୍ଗୋପସାଗରରେ…

ଭୁବନେଶ୍ଵର: ପୁଣି ଆସିପାରେ ଆଉ ଏକ ଖରା ଦିନିଆ ବାତ୍ୟା। ମେ ଦ୍ଵିତୀୟ ସପ୍ତାହ ସୁଦ୍ଧା ତାମିଲନାଡୁ ଉପକୁଳ ବଙ୍ଗୋପ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣିବଳୟ। ଏହା ପରେ ବାତ୍ୟାର ରୂପ ନେବ। ଏଭଳି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ। ମେ ୧୨ ତାରିଖ ବେଳକୁ ତାମିଲନାଡୁ ନିକଟ ଦକ୍ଷିଣ ବଙ୍ଗୋପସାଗରରେ ଏକ…

ଦିନକରେ ରାଜଧାନୀରୁ ୧୦୯୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ୧୦୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବା…

କରୋନାରେ ଚାଲିଗଲେ ବରିଷ୍ଠ ସାମ୍ୱାଦିକ…

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି। ବଢୁଛି କରୋନାର କାୟା।  ସ୍ଥିତି ହେଉଛି ବେକାବୁ। ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା…