କଟକର ଆଉ ଏକ ଶିକ୍ଷାନୁଷ୍ଠାନରୁ ୪କରୋନା…
କଟକ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କଟକର ଆଉ ଏକ ଶିକ୍ଷାନୁଷ୍ଠାନରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର XIMBରୁ ୪୫ ଜଣ ପଜିଟିଭ ଚିହ୍ନଟ ପରେ ଶିକ୍ଷନୁଷ୍ଠାନକୁ ସିଲ୍ କରି ଦିଆଯାଇଛି। ପୁଣି କଟକର ଆଉ ଏକ ଘରୋଇ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।…