ଭୟ ବଢ଼ାଇଲା ଭବିଷ୍ୟବାଣୀ, ଭାରତରେ…
ଓଏଲ୍ ବ୍ୟୁରୋ: ମିଆଁମାରରେ ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୩ ହଜାର ଟପିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୪ହଜାର ୬୭୧ଜଣରୁ ଅଧିକ ଲୋକ ଆହତ ହୋଇଛନ୍ତି ଏବଂ ୨୧୪ଜଣ ଏବେ ବି ନିଖୋଜ ରହିଛନ୍ତି। ୫,୨୦୦ ଘର, ୧୮୦୦ ସ୍କୁଲ, ୮,୯୦୦ ମନ୍ଦିର ମାଟିରେ ମିଶିଛି। ମିଆଁମାର ଭୂକମ୍ପରେ ୧୭୭…