Odisha Link
Bridging the Missing Links in Odisha

ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ରେ ପହଂଚିଛି । ସୂଚନାଯୋଗ୍ୟ…

୧୭ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ୍ ଗଡ଼କରୀ। ହରେକୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ। ରେଭେନ୍ସା ବିଶ୍ବବିଦ୍ୟାଳୟରେ ଅନୁଷ୍ଠିତ ହରେକୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ସାମିଲ ହେବେ। ଗସ୍ତ କାଳରେ NHAI ପ୍ରକଳ୍ପର…

ଜୁଲାଇ ୩ରୁ ଅମରନାଥ ଯାତ୍ରା କରିପାରିବେ…

ଓଏଲ୍‌ ବ୍ୟୁରୋ: ବାବା ଅମରନାଥ ପୀଠକୁ ଯାତ୍ରା କରିବାକୁ ଚାହୁଁଥିବା ଭକ୍ତଙ୍କ ପାଇଁ ଖୁସି ଖବର। ଚଳିତବର୍ଷ ଅମରନାଥ ଯାତ୍ରା ପାଇଁ ସରକାର ତାରିଖ ଘୋଷଣା କରିଛନ୍ତି। ମାତା ବୈଷ୍ଣୌଦେବୀ ସାଇନବୋର୍ଡ କମିଟି ବୈଠକର ନିଷ୍ପତ୍ତି ମୁତାବକ ଜୁଲାଇ ୩ ତାରିଖରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ। ଏହି…

ପ୍ରକାଶ ପାଇଲା ୨୦୨୫ ଶିକ୍ଷାବର୍ଷର…

ଓଏଲ୍‌ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୨୦୨୫-୨୬ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରକାଶ ପାଇଛି। ୨୦୨୫ ଶିକ୍ଷାବର୍ଷ ପାଇଁ ପ୍ରକାଶିତ କ୍ୟାଲେଣ୍ଡରରେ ସମସ୍ତ ଛୁଟି ବିବରଣୀ ପ୍ରକାଶ ପାଇଛି। ଓସେପା ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀ ପାଇଁ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ୨୦୨୫…

ଆସନ୍ତାକାଲିଠୁ ସ୍ନାତକ ନାମଲେଖା ଆବେଦନ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ସ୍ନାତକ ନାମଲେଖା ଆବେଦନ ଆରମ୍ଭ ହେବ। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଏବଂ ଦୁଇ ବର୍ଷିଆ ବିଏଡ/ ଏମଏଡ /ବିଏଚଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହିକ୍ରମରେ ଶିକ୍ଷାବର୍ଷ…

ଆଜିଠୁ ଓଡ଼ିଶା ଉପକୂଳ ସମୁଦ୍ରରେ ମାଛଧରା…

ଓଏଲ୍‌ ବ୍ୟୁରୋ: ପାରାଦୀପରେ ଆଜିଠାରୁ ମାଛଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ସମୁଦ୍ରରେ ମାଛଧରା ଉପରେ ଲାଗିଲା ଦୁଇମାସର କଟକଣା। ପାରାଦୀପରେ ୨୫୪୩ ଯନ୍ତ୍ର ଚାଳିତ ଡଙ୍ଗା ଓ ୬୧୧ଟି ସୋନା ବୋଟ୍ ଚଳାଚଳ ବନ୍ଦ ହୋଇଛି। ଆଜିଠାରୁ ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା…

ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁ ଚୋରି…

ଓଏଲ୍‌ ବ୍ୟୁରୋ: ବାଲେଶ୍ବରରୁ ମିଳିଲା ଅପହୃତ ଶିଶୁ ପୁତ୍ର। ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିଲା। ଭୁବନେଶ୍ବର ରାମମନ୍ଦିର ସାମ୍ନାରୁ ଶିଶୁପୁତ୍ର ଅପହୃତ ହୋଇଥିଲା। ଜଣେ ଦୃଷ୍ଟି ବାଧିତ ମାଆଙ୍କ କୋଳରୁ ଉଠାଇ ନେଇଥିଲା ଅପହର୍ତ୍ତା। ଘଟଣାର…

ଆଜି ପବିତ୍ର ପଣା ସଂକ୍ରାନ୍ତି:…

ଓଏଲ୍ ବ୍ୟୁରୋ: ଆଜି ପବିତ୍ର ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି। ଆଜିର ଦିନକୁ ଉତ୍କଳୀୟ ନବବର୍ଷ ଭାବେ ପାଳନ କରାଯାଉଥିବା ବେଳେ ଏହି ଅବସରରେ ମଧ୍ୟ ଶ୍ରୀମନ୍ଦିରରେ ବିଶେଷ ନୀତି କାନ୍ତି ଅନୁଷ୍ଠିତ ହୋଇଥାଏ। ଵିଧି ଅନୁସାରେ ଶ୍ରୀମନ୍ଦିରରେ ସକାଳ ଧୂପ ପରେ ଶ୍ରୀଜଗନ୍ନାଥଙ୍କ ବାଡ଼ରୁ ଆଜ୍ଞା ମାଳ…

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ…

ଓଏଲ୍‌ ବ୍ୟୁରୋ: ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ। ହିନ୍ଦୁ ପରମ୍ପରାରେ ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବବର୍ଷ ରୂପରେ ପାଳନ କରାଯାଏ। ଏହି ଦିନ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ଆଜି ବର୍ଷର ପ୍ରଥମଦିନ ହୋଇଥିବାରୁ ଆଜିର ଦିନକୁ ନବବର୍ଷ ବୋଲି ଧରାଯାଏ। ପାଞ୍ଜି ଗଣନାରେ ବିଷୁବ ସଂକ୍ରାନ୍ତିର…

ଭୁବନେଶ୍ବରରେ ଧୁମଧାମରେ ପାଳିତ ହେଲା…

ଓଏଲ୍‌ ବ୍ୟୁରୋ: “ନୟାଗଡ଼ ଦରବ, ଓଡ଼ିଶାର ଗରବ”, ଛେନାପୋଡ଼ ସଂଗୀତର ଏହି ପଂକ୍ତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଏଇ ଚର୍ଚ୍ଚା ଭିତରେ ନୟାଗଡ଼ ବିକାଶ ମଞ୍ଚ ଓ ଓଡ଼ିଆ ମିଡିଆ ପ୍ରାଇଭେଟ ଲିମିଟେଡର ମିଳିତ ଆନୁକୁଲ୍ୟରେ ଛେନାପୋଡ଼ ଦିବସ ଭୁବନେଶ୍ବରର ଜୟଦେବ ଭବନରେ ମହାସମାରୋହରେ ପାଳିତ ହୋଇଯାଇଛି। ଦିବସବ୍ୟାପୀ…