ବିଧାନସଭା ଆଗରେ ବିରୋଧୀଙ୍କ ପ୍ରତିବାଦ:…
ଓଏଲ୍ ବ୍ୟୁରୋ: ବିଧାନସଭା ସାମ୍ନାରେ ପୁଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଗତକାଲି କଂଗ୍ରେସର ୧୨ ଜଣ ବିଧାୟକ ବିଧାନସଭାରୁ ସସପେଣ୍ଡ୍ ହେବା, ଆଉ ସାରା ରାତି ରାସ୍ତା ଉପରେ କଂଗ୍ରେସ ବିଧାୟକ ଧାରଣା ଦେବା ପରେ, ଏବେ ବିଧାନସଭାକୁ ବାହାରିଛନ୍ତି କଂଗ୍ରେସ ବିଧାୟକ। ବିଧାନସଭା ଯିବା ବାଟରେ…