Odisha Link
Bridging the Missing Links in Odisha

ଓଏଏସ୍ ସ୍ତରରେ ଅଦଳବଦଳ

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ…

ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌…

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭାରେ ଓଡ଼ିଶା ଦ୍ରବ୍ୟ ଓ ସେବା କର(ଦ୍ୱିତୀୟ ସଂଶୋଧନ)ବିଲ୍‌, ୨୦୨୪ ପାରିତ ହୋଇଛି । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିଲକୁ ଗୃହରେ ଉପସ୍ଥାପିତ କରିଥିଲେ । ଆଜି ବିଲଟିର ବିଚାର ଓ ପାରିତ ପାଇଁ ମୁଖ୍ୟମନ୍ତ୍ରୀ ଗୃହରେ ପ୍ରସ୍ତାବ ରଖିଥିଲେ । ବିଲ ଆଲୋଚନାରେ…

କଟକରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବ ନେଇ…

ଓଏଲ୍‌ ବ୍ୟୁରୋ: କଟକରେ ଦିନକୁ ଦିନ ବଢ଼ି ଚାଲିଛି ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବ। ଯେଉଁଥିପାଇଁ ଡେଙ୍ଗୁ ରୋଗ ବ୍ୟାପିବାରେ ଲାଗିଛି। କଟକ ସହରରେ ବଢ଼ିଥିବା ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଆଜି ଉଦ୍‌ବେଗ ପ୍ରକାଶ କରିଛନ୍ତି ଓଡିଶା ହାଇକୋର୍ଟ। କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା…

ଲିଙ୍ଗରାଜ ମନ୍ଦିରରେ ସିଗାରେଟ୍ ଟାଣି…

ଓଏଲ୍‌ ବ୍ୟୁରୋ: ପୁଣି ଥରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଭିତରେ ଫଟୋ ଭାଇରାଲ। ଏଥର ଜଣେ ଯୁବକ ସିଗାରେଟ୍ ଟାଣିବାର ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେଉଛି। ଦେବୀ ୧୦୫ ନାମକ ଏକ ଇନଷ୍ଟାଗ୍ରାମ ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା। ଉକ୍ତ ଯୁବକ ଜଣଙ୍କ ହେଲେ ଦେବୀ ପ୍ରସାଦ ଦାସ। ଫଟୋରେ ଲିଙ୍ଗରାଜଙ୍କ…

ପୁରସ୍କୃତ ହେଲା ଓଡ଼ିଶା ପାଭିଲିୟନ୍

ଓଏଲ୍‌ ବ୍ୟୁରୋ: ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍ ପୁରସ୍କୃତ ହୋଇଛି। ଲଗାତାର ତୃତୀୟ ଥର ପାଇଁ ପୁରସ୍କୃତ ହେଲା ଓଡ଼ିଶା। ବେଷ୍ଟ ଥେମାଟିକ୍‌ କ୍ୟାଟୋଗୋରୀରେ ମିଳିଲା ରୌପ୍ୟ ପଦକ। ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆକର୍ଷଣ ଥିଲା ଓଡ଼ିଶା ମଣ୍ଡପ। ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର…

‘୪୫ ଦିନ ଆଗରୁ ମିଳିବ…

ଓଏଲ୍‌ ବ୍ୟୁରୋ: ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ଚାଲିଛି ପ୍ରଶ୍ନୋତ୍ତର କାର୍ଯ୍ୟ । ଗନ୍ଧମାର୍ଦ୍ଦନ ପ୍ରସଙ୍ଗକୁ ନେଇ ବିରୋଧୀ ମୁଲତବି ପ୍ରସ୍ତାବ ଆଣିବା ପରେ ଗୃହରେ ଉଠିଥିଲା କନ୍ଧମାଳରେ ଆମ୍ବଟାକୁଆ ଜନିତ ମୃତ୍ୟୁ ପ୍ରସଙ୍ଗ । ଏହାର ଉତ୍ତରରେ ମନ୍ତ୍ରୀ କହିଛନ୍ତି, କନ୍ଧମାଳ ମାଣ୍ଡିପଙ୍କାରେ…

ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କ ଛୁଟି…

ଓଏଲ୍‌ ବ୍ୟୁରୋ: ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଅଗ୍ରାହ୍ୟ। ଆଉ ୬ ମାସ ଛୁଟି ଆବେଦନକୁ ଅଗ୍ରାହ୍ୟ କଲେ ସରକାର। କାଲିଠାରୁ ଚାକିରିରେ ଯୋଗ ଦେବାକୁ ସୁଜାତାଙ୍କୁ ପରାମର୍ଶ। ସୂଚନାଯୋଗ୍ୟ, ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ଥିଲେ ସୁଜାତା।…

ପୋଷ୍ୟ ସନ୍ତାନ ଗ୍ରହଣ କରିବେ ମନ୍ତ୍ରୀ,…

ଓଏଲ୍‌ ବ୍ୟୁରୋ:ଓଡ଼ିଶାରେ ୧୪୭ ବିଧାୟକ ଅଛନ୍ତି । ଜଣେ ଜଣେ ବିଧାୟକ ଯଦି ୫ ଜଣ ପିଲାଙ୍କୁ ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିବେ ତେବେ ୫୦୦ରୁ ଉର୍ଦ୍ଧ ପିଲାଙ୍କ ଭାଗ୍ୟ ପରିବର୍ତନ ହୋଇଯିବ। ଅନ୍ତେବାସୀ ପିଲାଙ୍କ ସ୍ୱତନ୍ତ୍ର ଯତ୍ନ ନେବେ ମନ୍ତ୍ରୀ ମଣ୍ଡଳ ଓ ବିଧାୟକ ମନ୍ତ୍ରୀ। ଏଭଳି ପ୍ରତିକ୍ରିୟା ଦେଇଛନ୍ତି…

ସୁଭଦ୍ରା ଯୋଜନା: ଶୀଘ୍ର କରନ୍ତୁ ଆବେଦନ,…

ଓଏଲ୍‌ ବ୍ୟୁରୋ: ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ଯୋଜନାର ଡେଡଲାଇନ ବୋଲି ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ ରହିଛି । ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷ ୪୬ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି।…

ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ…

ଓଏଲ୍‌ ବ୍ୟୁରୋ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ତଥା ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ ହୋଇପଡିଛନ୍ତି। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ଆପୋଲୋ ହସ୍ପିଟାଲ୍‌କୁ…