Odisha Link
Bridging the Missing Links in Odisha

୧୬ ପର୍ଯ୍ୟନ୍ତ ଚାଲିବ ଭୁବନେଶ୍ବର ମିନି…

ଭୁବନେଶ୍ବର: ରେସ୍‌ପନ୍ସ ମାର୍କେଟିଂ ସର୍ଭିସେସ୍‌ ପକ୍ଷରୁ ସହିଦନଗର ଦୁର୍ଗାପୂଜା ପଡ଼ିଆରେ ମିନି ଅଟୋ ଏକ୍ସପୋ ୨୦୧୯ର ଆୟୋଜନ କରାଯାଇଛି। ଗତକାଲି ସନ୍ଧ୍ୟାରେ ଭୁବନେଶ୍ବର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଓରିଏଣ୍ଟାଲ୍‌ ବ୍ୟାଙ୍କ ଅଫ୍‌ କମର୍ସର ଉପ ମହାପ୍ରବନ୍ଧକ ତଫିକ୍ ଆଲମ୍‌ ଉଦ୍‌ଘାଟନ…

ପୁରୀରୁ ଚିଲିକା ପର୍ଯ୍ୟନ୍ତ ସଚେତନତା…

ପୁରୀ: ଆଧୁନିକ ଯୁଗରେ ପରିବେଶର ପ୍ରଦୂଷଣ ଯୋଗୁଁ ପ୍ରାକୃତିକ ସୌନ୍ଦର୍ଯ୍ୟର ଅବକ୍ଷୟ ହେଉଛି। ପରିବେଶର ସୁରକ୍ଷା ସହ ବେଳା ଭୂମି, କଇଁଛ ଓ ସମୁଦ୍ର କୂଳିଆ ଜଙ୍ଗଲର ସୁରକ୍ଷା ନିମନ୍ତେ ଆଜି ପୁରୀ ବେଳା ଭୂମିରୁ ଚିକିଲା ପର୍ଯ୍ୟନ୍ତ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଛି। ଆଜି ସକାଳେ ପୁରୀ ବେଳା ଭୂମିରେ…

ଟ୍ୱିଙ୍କଲଙ୍କୁ ଅକ୍ଷୟଙ୍କ ପିଆଜ ଉପହାର

ମୁମ୍ବାଇ: ଏବେ ପିଆଜ ସଙ୍କଟକୁ ନେଇ ସାରା ଦେଶରେ ସମସ୍ୟା ଦେଖା ଦେଇଥିବା ବେଳେ ପିଆଜରେ ତିଆରି ଇୟର ରିଂ ଏବେ ସୋଶାଲ ମିଡିଆରେ ଭାଇରାଲ ହୋଇଛି। ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ପତ୍ନୀ ଟ୍ୱିଙ୍କଲ ଖନ୍ନା ଏବେ ସୋଶାଲ ମିଡ଼ିଆରେ ଏବଂ ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟରେ ପିଆଜରେ ତିଆରି ଇୟର ରିଙ୍ଗସ୍ ର ଫଟୋ…

ଦିଲ୍ଲୀର ମୁଣ୍ଡକାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀରେ ପୁଣି ଭୟାବହ ଅଗ୍ନିକାଣ୍ଡ। କିଛି ଦିନ ତଳେ ଦିଲ୍ଲୀର ଏକ ଧାନ ମଣ୍ଡିରେ ଅଗ୍ନିକାଣ୍ଡ ଯୋଗୁଁ ୪୫ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ଆଜି ପୁଣି ଦିଲ୍ଲୀର ମୁଣ୍ଡକା ଅଞ୍ଚଳରେ ଥିବା ଏକ ଗୋଦାମରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ସୂଚନା ପାଇ ନିଆଁ ଲିଭାଇବାକୁ ୧୨ଟି ଦମକଳ…

ଭୁବନେଶ୍ବରରେ ରିଜର୍ଭ ବ୍ୟାଙ୍କ ବୋର୍ଡର…

ଭୁବନେଶ୍ବର: ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବରରେ ରିଜର୍ଭ ବ୍ୟାଙ୍କର ୫୮୦ତମ କେନ୍ଦ୍ରୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅର୍ଥନୀତିର ସାମ୍ପ୍ରତିକ ସ୍ଥିତି, ଦେଶ ଭିତରେ ଏବଂ ବାହ୍ୟ ଜଗତରୁ ରହିଥିବା ଆହ୍ବାନଗୁଡ଼ିକ ବିଷୟରେ ସମୀକ୍ଷା…

ମେକ୍ ଇନ୍ ଓଡ଼ିଶା ଷ୍ଟାର୍ଟଅପ୍‌ ତାଲିକାରେ…

ଭୁବନେଶ୍ବର: ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମରେ ଓଡିଶାକୁ ମିଳିଛି ଆଉ ଏକ ସଫଳତା ମିଳିଛି। ଜାତୀୟ ସ୍ତରରେ ୨୦୧୮ ମସିହା ପାଇଁ ‌ଷ୍ଟାର୍ଟ ଅପ୍ ତାଲିକାରେ ଶୀର୍ଷରେ ରହିଛି ଓଡ଼ିଶା । ୨୦୧୫-୧୬ ତୁଳନାରେ ୨୦୧୭-୧୮ରେ ଓଡ଼ିଶାରେ ଷ୍ଟାର୍ଟଅପ୍ ଉଦ୍ୟୋଗ ଆରମ୍ଭ କରିବାରେ ୮୪% ବୃଦ୍ଧି ଘଟି ଥିବା ବେଳେ ଜାତୀୟ…

ଚିତ୍ରକୋଣ୍ଡାରେ ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ଉଡ଼ିଲା ତ୍ରିରଙ୍ଗା। ଏହି ଅଞ୍ଚଳରେ ତ୍ରିରଙ୍ଗା ପତାକା ଉଡ଼ାଇବା ପାଇଁ ପ୍ରଶାସନ ସବୁବେଳେ ଭୟ କରୁଥିଲା। ତେଣୁ ସେଠାରେ ତ୍ରିରଙ୍ଗା ବଦଳରେ ନକ୍ସଲଙ୍କ କଳା ରଙ୍ଗର ପତାକା ଉଡୁଥିଲା। ଗତକାଲି ସେହି ଅଞ୍ଚଳରେ ପ୍ରଥମ ଥର ପାଇଁ…

ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଆଜି

ଭୁବନେଶ୍ବର: ଆଜି ମହାନଦୀ ଜଳ ବିବାଦ ମାମଲାର ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଜଷ୍ଟିସ୍ ଏ.ଏମ୍. ଖାନଵିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ଉଭୟ ଓଡ଼ିଶା ଓ ଛତିଶଗଡ଼ ଉଭୟ ରାଜ୍ୟର ମହାନଦୀ ପ୍ରକଳ୍ପ ଅଞ୍ଚଳ ଅନୁଧ୍ୟାନ ସମ୍ପର୍କରେ ଟ୍ରିବ୍ୟୁନାଲଙ୍କୁ ଅବଗତ କରାଇବାର ସମ୍ଭାବନା ରହିଛି।…

ଆଜି ଉଦ୍ଘାଟିତ ହେବ ମେରାଇନ୍ ଡ୍ରାଇଭ୍…

ପୁରୀ: ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ଟିକେ ନିଆରା ଢଙ୍ଗରେ ଉପସ୍ଥାପନ କରିବା ପାଇଁ ଦୀର୍ଘ ୪୯ ଦିନ ଧରି କୋଣାର୍କ ସୂର୍ଯ୍ୟ ମନ୍ଦିର ନିକଟବର୍ତୀ ରାମଚଣ୍ଡୀ ବେଳାଭୂମିରେ ଚାଲିବ ‘ମେରାଇନ୍ ଡ୍ରାଇଭ୍ ଇକୋ-ରିଟ୍ରିଟ୍’ ଉତ୍ସବ । ଆଜି ଆନୁଷ୍ଠାନିକ ଭାବେ ଏହି ଉତ୍ସବର ଶୁଭଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ…

ପୋଲିସ୍‌ ହାତରେ ଧରା ପଡିଲା କୁଖ୍ୟାତ…

କଟକ: ଏନ୍‌କାଉଣ୍ଟରେ କାବୁ ହେଲା ଅପରାଧୀ । ନରାଜ ବଜାର ଅଞ୍ଚଳରେ ଚୌଦ୍ୱାର ପୁଲିସ୍‌ ଓ ସ୍ପେଶାଲ ସ୍କ୍ୱାଡର ଏନ୍‌କାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ୍ ପାଓ୍ୱାର ଓରଫ୍ ବବ୍‌ଲୁକୁ କାବୁ କରିଛି ପୋଲିସ। ବବୁଲ୍‌ର ଡାହାଣ ଗୋଡ଼ରେ ଗୁଳି ବାଜି ଥିବା ବେଳେ ତାକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…