ରାଜ୍ୟରେ ଖୋଲିବ ୬ ନୂଆ କୋର୍ଟ
ଭୁବନେଶ୍ବର: ରାଜ୍ୟରେ ସାମିଲ ହେବ ୬ ଗୋଟି ନୂଆ କୋର୍ଟ। ହାଇକୋର୍ଟଙ୍କ ସୁପାରିସ ଆଧାରରେ ରାଜ୍ୟ ସରକାର ଚଳିତବର୍ଷ ଠାରୁ ଏହି ସବୁ ନୂଆ କୋର୍ଟ ଖାଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଗୁରୁବାର ଦିନ ଏହି…