Odisha Link
Bridging the Missing Links in Odisha

ଆଖଡା ପରିଷଦ ମୁଖ୍ୟଙ୍କ ମୃତ୍ୟୁ ମାମଲାରେ…

ପ୍ରୟାଗରାଜ: ପ୍ରୟାଗରାଜର ଆଖଡା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ୍ୟୁ ମାମଲାରେ ତିନି ଜଣଙ୍କୁ ଗିରଫ କରାଯାଇଛି। ଶିଷ୍ୟ ଆନନ୍ଦ ଗିରିଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ନିଜ ମଠରେ ହିଁ ନରେନ୍ଦ୍ର ଗିରିଙ୍କ ଝଲନ୍ତା ମୃତଦେହ ମିଳିଥିଲା। ତଦନ୍ତ ବେଳେ ପୁଲିସ ଘଟଣାସ୍ଥଳରୁ…

ରାସ୍ତାରେ ଆମ୍ବୁଲାନ୍ସ ଖରାପ ହେବାରୁ…

ସମ୍ବଲପୁର: ରାସ୍ତାରେ ୧୦୮ ଆମ୍ବୁଲାନ୍ସ ଖରାପ ହେବାରୁ ଚାଲିଗଲା ରୋଗୀଙ୍କ ଜୀବନ। ଏମିତି ଏକ ଅଭିଯୋଗ ଆସିଛି ସମ୍ବଲପୁରରୁ। ସୋମବାର ଅପରାହ୍ଣରେ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ମହିଳା ରୋଗୀଙ୍କୁ ଗୁରୁତର ଅବସ୍ଥାରେ ଧରି ଏକ ୧୦୮ ଆମ୍ବୁଲାନ୍ସ ବୁର୍ଲା ବଡ଼ ମେଡିକାଲକୁ ଯାଉଥିଲା। ତେବେ ଆମ୍ବୁଲାନ୍ସଟି…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

ଭୁବନେଶ୍ୱର: ପ୍ରକାଶ ପାଇଛି ବୋର୍ଡ ଅଫ ସେକେଣ୍ଡାରୀ ଏକଜୁକେସନ୍ ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ। ବୋର୍ଡ ନିଜସ୍ୱ ୱେବସାଇଟରେ ଏହି ପରୀକ୍ଷା ଫଳ ଉପଲବ୍ଧ ରହିଛି। ୨୦୨୧ ଏପ୍ରିଲ ୯ତାରିଖରେ ଏହି ଓଟିଇଟି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ବୋର୍ଡ ପକ୍ଷରୁ…

ରାଜ କୁନ୍ଦ୍ରାଙ୍କୁ ମିଳିଲା ଜାମିନ

ମୁମ୍ୱାଇ: ଅଶ୍ଲୀଳ ଫିଲ୍ମ ପ୍ରସ୍ତୁତ କରିବା ମାମଲାରେ ରାଜ୍‌ କୁନ୍ଦ୍ରାଙ୍କୁ ମିଳିଛି ଜାମିନ। ୫୦ ହଜାର ଟଙ୍କାର ମୁଚାଲିକା ବଦଳରେ ତାଙ୍କୁ ଜାମିନ୍‌ ମିଳିଛି। ପର୍ଣ୍ଣୋଗ୍ରାଫି ମାମଲାରେ ଫସିଥିବା ରାଜ୍ କୁନ୍ଦ୍ରାଙ୍କୁ ଜୁଲାଇ ୧୯ରେ ପୋଲିସ ଗିରଫ କରିଥିଲା। ରାଜ୍ କୁନ୍ଦ୍ରାଙ୍କ ବିରୋଧରେ ଗୋଟିଏ ପରେ ଗୋଟିଏ…

ଭିଜିଲାନ୍ସ ଜାଲରେ ନେସ୍କୋ SDO

କେନ୍ଦୁଝର: ଭିଜିଲାନ୍ସ ଜାଲରେ ନେସ୍କୋ SDO। କେନ୍ଦୁଝର ଜିଲ୍ଲା ବିଦ୍ୟୁତ ବିଭାଗର SDO ମହେଶ୍ବର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ ଜାରି କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ବିଦ୍ୟୁତ ବିଭାଗର SDO ମହେଶ୍ବର ସେଠୀଙ୍କ ଘରେ ଚଢାଉ ହୋଇଛି। ଏ ସୂଚନା ମୁତାବକ, ଅଫିସ ସମେତ ଏକକାଳୀନ…

ପ୍ରବଳ ବର୍ଷା ଆଶଙ୍କା, ୯ ଜିଲ୍ଲାକୁ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଆଜି ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼…

ପ୍ରମୋଦ ଓ ଦୂତୀଙ୍କ ନାଁରେ ନାମିତ ହେବ…

ଭୁବନେଶ୍ୱର: କିଟ୍‍ ଓ କିସ୍‍ ସର୍ବଦା କ୍ରୀଡ଼ା ଓ କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରିଥାଏ। ୨୦୦୫ରୁ କିଟ୍‍ ଓ କିସ୍‍ ପକ୍ଷରୁ ଶିକ୍ଷା ସହ କ୍ରୀଡ଼ାକୁ ସମାନ ଗୁରୁତ୍ୱ ଦିଆଯାଇ ସର୍ବଦା କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରାଯାଇଆସୁଛି। କ୍ରୀଡ଼ାର ଉନ୍ନତି ପାଇଁ କିଟ୍‍ ଓ କିସ୍‍ ବିଶ୍ୱବିଦ୍ୟାଳୟ ଭାରତ…

ବିଶ୍ୱବିଦ୍ୟାଳୟରେ ଆଖିବୁଜା ଗୁଳିମାଡ: ୮…

ଋଷ: ଋଷର ଏକ ବିଶ୍ୱବିଦ୍ୟାଳୟରେ ଆତତାୟୀଙ୍କ ଆଖିବୁଜା ଗୁଳିମାଡ।ଗୁଳି ବିନିମୟରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ମଧ୍ୟ ଆହତ ହୋଇଛନ୍ତି। ଋଷର ପର୍ମ ସ୍ଥିତ ପରମ ଷ୍ଟେଟ ୟୁନିଭରସିଟିରେ ଜଣେ ବ୍ୟକ୍ତି ଗୁଳିମାଡ କରିଛନ୍ତି। ତେବେ ଏଥିରୁ ରକ୍ଷା ପାଇବା ପାଇଁ ଛାତ୍ର ଓ ଶିକ୍ଷକମାନେ କୋଠରୀରେ ନିଜକୁ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ସରିଲା…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଆଜି ଯାଏଁ ମୃତ୍ୟୁ ଉପରୁ ରହସ୍ୟ ଉଠିପାରି ନଥିବା ବେଳେ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଶେଷ ହୋଇଛି। ପ୍ରାୟ ୪ ଘଣ୍ଟା ସମୟ ଧରି ଡିଟେକ୍ସନ ଟେଷ୍ଟ ଚାଲିଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ…

ମୃତ ଜ୍ୟୋତିପ୍ରକାଶଙ୍କ ପରିବାରକୁ ୪ଲକ୍ଷ…

ଭୁବନେଶ୍ୱର: ରାଜଧାନୀରେ ପାଣି ସୁଅରେ ଭାସିଯାଇ ପ୍ରାଣ ହରାଇଥିବା ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି। ରିଲିଫ୍ କୋଡ୍ ଅନୁସାରେ ଜ୍ୟୋତିପ୍ରକାଶଙ୍କ ପରିବାରବର୍ଗକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ ବୋଲି ସୂଚନା ଦେଇଛନ୍ତି ଏକ୍ରାମ…