Browsing Category
ନିର୍ବାଚନ ୨୦୨୪
ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ…
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ। ସକାଳ ୭ଟା ବାଜିବା କ୍ଷଣି ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା। ଆଜି ରାଜ୍ୟର ୫ ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଆରମ୍ଭ ହୋଇଛି ମତଦାନ। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ୭୯,୬୯,୮୮୭ଜଣ ମତଦାତା ସେମାନଙ୍କର…
ରୋଚକ ମୋଡ଼ରେ ନିମାପଡ଼ା ରାଜନୀତି,…
ଓଏଲ୍ ବ୍ୟୁରୋ: ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ଆଉ ସପ୍ତାହରେ କମ୍ ସମୟ ରହିଛି। ରାଜନୀତିର ଏହି ସନ୍ଧିକ୍ଷଣ ଭିତରେ ରୋଚକ ମୋଡରେ ନିମାପଡ଼ା ରାଜନୀତି। ଶାସକ ବିଜୁ ଜନତା ଦଳକୁ ବଡ଼ ଝଟକା ଦେଇଛନ୍ତି ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ। ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି…
ଭିଡିଓ ଜାରି କରି ବିଜେପି ନେତାଙ୍କୁ…
ଓଏଲ୍ ବ୍ୟୁରୋ: ରାଜ୍ୟ ରାଜନୀତି ସରଗରମ। ସବୁବେଳେ ମାପିଚୁପି କଥା କହୁଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ କିନ୍ତୁ କଡା ଟାର୍ଗେଟ କରିଛନ୍ତି। ମଞ୍ଚରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରୁଥିବା ବେଳେ ଆଜି ଭିଡିଓ ଜାରି କରି ବିଜେପିର ଶୀର୍ଷ ନେତୃତ୍ବଙ୍କୁ ଟାର୍ଗେଟ କରିଛନ୍ତି।…
ଭୋଟ ଗଣତି ପୂର୍ବରୁ ନିଜକୁ ବିଜୟୀ ଘୋଷଣା…
ଓଏଲ୍ ବ୍ୟୁରୋ: ରାଜ୍ୟରେ ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଦ୍ବିତୀୟ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛନ୍ତି ଓଡ଼ିଶାବାସୀ। ଚଳିତ ଥର ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେବ ଏବଂ ଭୋଟ ଗଣତି ଜୁନ୍ ୪ ତାରିଖରେ ହୋଇ ଫଳାଫଳ ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି…
ପୁରୀରେ ଜମିବ ପ୍ରଚାର: ସକାଳେ ମୋଦି,…
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ମେ' ୨୦ ତାରିଖରେ ହେବ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଆଉ ସେହି ଦିନ ପୁଣିଥରେ ଓଡ଼ିଶାରେ ପ୍ରଚାର କରିବାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜଗନ୍ନାଥ ଧାମ ଭାବେ ପରିଚିତ ପୁରୀରେ ବିଶାଳ ରୋଡ ଶୋ' କରିବେ ପିଏମ୍ ମୋଦି। ସେହିଦିନ ବିଜେଡିର ପୋଷ୍ଟର ବୟ ଭି…
ସାରା ରାଜ୍ୟରେ ନବୀନ ଲହର ଚାଲିଛି:…
ଓଏଲ୍ ବ୍ୟୁରୋ: ରାଜ୍ୟରେ ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ୭୩.୯୭ ପ୍ରତିଶତ ମତଦାନ ହୋଇଛି। ଗତକାଲି ଓଡ଼ିଶାର ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହୋଇଥିଲା। ଏହାରିମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ତଥା ପୋଷ୍ଟର ବୟ ଭି କାର୍ତ୍ତିକ…
ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ…
ଓଏଲ୍ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀଙ୍କ ପାଇଁ ହେଉଛି ସବୁଠୁ ବଡ଼ ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରଣାସୀ ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପାଇଁ ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟ ପହଂଚି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ବାରଣାସୀର ଦଶାଶ୍ବମେଧ…
ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟିଂ;…
ଓଏଲ୍ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଗତକାଲି ଦେଶର ଚତୁର୍ଥ ପର୍ଯ୍ୟାୟ ଓ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଛି। ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୬ଟି ଆସନରେ ଭୋଟ ଗ୍ରହଣ ହୋଇଛି। ଏହି ପର୍ଯ୍ୟାୟରେ ମୋଟ୍ ୧୭୧୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ…
ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ;…
ଓଏଲ୍ ବ୍ୟୁରୋ: ଆଜି ଦେଶର ଚତୁର୍ଥ ପର୍ଯ୍ୟାୟ ଓ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୬ଟି ଆସନରେ ଚାଲିଛି ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ମୋଟ୍ ୧୭୧୭ ଜଣ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି। ଆନ୍ଧ୍ରପ୍ରଦେଶର ମୋଟ୍ ୨୫ ଓ…
ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ…
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ସାମ୍ବାଦିକ ସମ୍ମିଳନୀ କରି ବିଜେପି-ବିଜେଡି ମୁହାଁମୁହିଁ। ପ୍ରଥମେ ବିଜେପି ସାମ୍ବାଦିକ ସମ୍ମିଳନୀ କରି ବିଜେଡିକୁ ସମାଲୋଚନା କରିଥିବା ବେଳେ ବିଜେଡି ସାମ୍ବାଦିକ ସମ୍ମିଳନୀ କରି ତାର ପାଲଟା ଜବାବ ରଖିଛି।
ବିଜୁ ଜନତା ଦଳର ବରିଷ୍ଠ…