Browsing Category
ସ୍ବାସ୍ଥ୍ୟ
ଆଜି ବିଶ୍ୱ କର୍କଟ ଦିବସ: ଜାଣନ୍ତୁ…
ଓଏଲ୍ ବ୍ୟୁରୋ: କର୍କଟ ରୋଗ ସମ୍ପର୍କରେ ବିଶ୍ୱବ୍ୟାପୀ ସଚେତନତା, ନିରାକରଣ ଏହା ସାଙ୍ଗକୁ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରତିବର୍ଷ ଫେବୃଆରୀ ୪ ତାରିଖରେ ଏହି ଦିନଟିକୁ ପାଳନ କରାଯାଏ। ସଚେତନତା ସୃଷ୍ଟି କରିବା ଏବଂ ଏହାର ପ୍ରତିରୋଧ, ଚିହ୍ନଟ ଏବଂ ଚିକିତ୍ସା ପାଇଁ ଉତ୍ସାହିତ କରିବା…
ପ୍ରତି ଜିଲ୍ଲାରେ କ୍ୟାନ୍ସର ହସ୍ପିଟାଲ୍…
ଓଏଲ୍ ବ୍ୟୁରୋ: ପ୍ରାୟ ୧ ଘଣ୍ଟା ୧୬ ମିନିଟ୍ ଧରି ବଜେଟ୍ ୨୦୨୫ ଉପସ୍ଥାପନା କରିଥିଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହି ଭିତରେ ବଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ। ୧୨ ଲକ୍ଷ ଆୟ ଯାଏ କର ଛାଡ଼ କଲେ କେନ୍ଦ୍ର ସରକାର। ଏନେଇ ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ।…
ଶସ୍ତା ହେବ ୩୬ ଜୀବନ ରକ୍ଷାକାରୀ ଔଷଧ,…
ଓଏଲ୍ ବ୍ୟୁରୋ: ବଜେଟ୍ ୨୦୨୫ରେ ଜୀବନ ରକ୍ଷାକାରୀ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୩୬ଟି ଜୀବନ ରକ୍ଷାକାରୀ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼। କଷ୍ଟମ ଡ୍ୟୁଟି ଛାଡ଼ ନେଇ ଅର୍ଥମନ୍ତ୍ରୀଙ୍କ ଘୋଷଣା
ଯାହାଫଳରେ କର୍କଟ ଏବଂ ଅନ୍ୟାନ୍ୟ ଗୁରୁତର…
କଣାସରେ ବ୍ୟାପୁଛି ହଇଜା, ଚିନ୍ତା ପ୍ରକଟ…
ଓଏଲ୍ ବ୍ୟୁରୋ: ପୁରୀ କଣାସ ଅଞ୍ଚଳରେ ହଇଜାରେ ମୃତ୍ୟୁ ସଂଖ୍ୟା ନେଇ ସ୍ପଷ୍ଟ କରିଛି ସ୍ଵାସ୍ଥ୍ୟ ବିଭାଗ। ଯାହାକୁ ନେଇ ନବୀନ ପଟ୍ଟନାୟକଙ୍କ ଚିନ୍ତା ପ୍ରକଟ କରିଛନ୍ତି। ଟ୍ୱିଟ କରି ଲେଖିଛନ୍ତି, ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ସ୍ଥିତିରେ ପହଁଚିଛି, ଲୋକଙ୍କ ଜୀବନ ବିପଦରେ ପଡ଼ିଛି। ଘଟଣାରେ ୬ ଜଣ…
କଣାସରେ ବ୍ୟାପୁଛି ଝାଡ଼ାବାନ୍ତି,…
ଓଏଲ୍ ବ୍ୟୁରୋ: ପୁରୀ କଣାସ ଅଞ୍ଚଳରେ ଡାଇରିଆରେ ଜଣକର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ସ୍ଵାସ୍ଥ୍ୟ ବିଭାଗ। ସଂକ୍ରମିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ରାଜ୍ୟ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ। ନୂଆଗାଁ, ଜାଗୁଳାଇପଦର ଗାଁ ବୁଲି ଆଲୋଚନା କରିଛନ୍ତି। ଗାଁରେ ଭୋଜିଭାତ ନକରିବାକୁ ଲୋକଙ୍କୁ ଅପିଲ କରିଛନ୍ତି।…
ରାଜ୍ୟରେ ନାହାଁନ୍ତି HMPV ଆକ୍ରାନ୍ତ,…
ଓଏଲ୍ ବ୍ୟୁରୋ: କୋଭିଡ ମହାମାରୀ ପରେ ଏବେ ଚୀନରେ ଆତଙ୍କ ଖେଳାଉଥିବା ହ୍ୟୁମନ ମେଟାନ୍ୟୁମୋ ଭାଇରସ୍ (HMPV)କୁ ନେଇ ସାରା ବିଶ୍ବରେ ଛନକା। ଦିନ ଗଡ଼ିବା ସହିତ ଏହି ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି। ଏବେ ଏହି ଭାଇରସ୍ ଭାରତରେ ପ୍ରବେଶ କରି ସାରିଛି। କର୍ଣ୍ଣାଟକର ବେଙ୍ଗାଲୁରୁ ପରେ ଗୁଜରାଟର…
HMPV ଭୟ: ଲୋକସେବା ଭବନରେ…
ଓଏଲ୍ ବ୍ୟୁରୋ: କୋଭିଡ ମହାମାରୀ ପରେ ଏବେ ଚୀନରେ ଆତଙ୍କ ଖେଳାଉଥିବା ହ୍ୟୁମନ ମେଟାନ୍ୟୁମୋ ଭାଇରସ୍ (HMPV)କୁ ନେଇ ସାରା ବିଶ୍ବରେ ଛନକା। ଦିନ ଗଡ଼ିବା ସହିତ ଏହି ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି। ଏବେ ଏହି ଭାଇରସ୍ ଭାରତରେ ପ୍ରବେଶ କରି ସାରିଛି। କର୍ଣ୍ଣାଟକର ବେଙ୍ଗାଲୁରୁ ପରେ ଗୁଜରାଟର…
ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମ୍ଓୟୁ…
ଓଏଲ୍ ବ୍ୟୁରୋ: ଖୁବଶୀଘ୍ର ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହ ରାଜ୍ୟ ସରକାର ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ,…
ଓଏଲ୍ ବ୍ୟୁରୋ: ଖୁବଶୀଘ୍ର ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଏଥିପାଇଁ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ‘ଆୟୁଷ୍ମାନ ଭାରତ’ ପ୍ରଚଳନ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ। ଆୟୁଷ୍ମାନ ଭାରତ ପ୍ରଚଳନ ପାଇଁ ଏମ୍ଓୟୁ…
‘ରାଜ୍ୟରେ ଏଯାଏ ନାହିଁ HMPV ଭୟ,…
ଓଏଲ୍ ବ୍ୟୁରୋ: ଆସନ୍ତାକାଲିଠୁ ପ୍ରବାସୀ ଭାରତୀୟ ଦିବସ ପାଳନ ହେବ। କାର୍ଯ୍ୟକ୍ରମ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ସହଯୋଗରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜନ ହେଉଛି ଏହି କାର୍ଯ୍ୟକ୍ରମ। ଏଥିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ,…