Browsing Category
ସ୍ବାସ୍ଥ୍ୟ
ଯଶିପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ମନ୍ତ୍ରୀ,…
ଓଏଲ୍ ବ୍ୟୁରୋ: ଆଜି ମୟୂରଭଞ୍ଜ ଗସ୍ତରେ ଯାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିବା ସହ ସେଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ…
ଋତୁସ୍ରାବ ଛୁଟି ନେଇ ନୂଆ ବିଜ୍ଞପ୍ତି,…
ଓଏଲ୍ ବ୍ୟୁରୋ: ଋତୁସ୍ରାବ ଛୁଟି ନେଇ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି । ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଛୁଟି ଘୋଷଣା କରାଯାଇଥିବା ବେଳେ ବର୍ତ୍ତମାନ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…
ସ୍ୱାସ୍ଥ୍ୟ ବିଭାଗର ନିଷ୍ପତ୍ତି: ବଦଳିଲା…
ଓଏଲ୍ ବ୍ୟୁରୋ: ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ସ୍ବାସ୍ଥ୍ୟ ବିଭାଗ ଏହି ନିଷ୍ପତ୍ତି ନେଇଛି। ବଦଳି ଥିବା ସିନିୟର୍ ନର୍ସିଂ ଅଫିସରଙ୍କ ଈଷତ୍ ବାଇଗଣୀ ରଙ୍ଗର ଡ୍ରେସ୍ କୋଡ୍ କରାଯାଇଛି। ଆସିଷ୍ଟାଣ୍ଟ ନର୍ସିଂ ସୁପଣ୍ଡେଣ୍ଟେଣ୍ଡଙ୍କ କେୟନ୍ ବ୍ଲୁ…
ରାଗିଗଲେ ଜିଲ୍ଲା ମୁଖ୍ୟ ଚିକିତ୍ସା…
ଓଏଲ୍ ବ୍ୟୁରୋ: ୨୬ ଜଣ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍। କୋରାପୁଟର ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୨୬ ଜଣ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ମେଡିକାଲ ଅଧିକ୍ଷକ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ମିଳିଥିବା ସୂଚନା ମୁତାବକ, ନଭେମ୍ବର ୬ ତାରିଖ ଦିନ କୋରାପୁଟ…
ସ୍ଵାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ…
ଓଏଲ୍ ବ୍ୟୁରୋ: ସ୍ଵାସ୍ଥ୍ୟ ସେବାର ନୂଆ ଚିତ୍ର। ୪ ମାସର ବକେୟା ପ୍ରଦାନ ଦାବିରେ ଆଶାକର୍ମୀଙ୍କ ଧାରଣା। କଟକ ୫୯ ନଂ ୱାର୍ଡ ବମ୍ଫକୁଦ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆଶାକର୍ମୀ ତାଲା ପକାଇଲେ। ୪ ମାସର ବକେୟା ପ୍ରଦାନ ଦାବିରେ ତାଲା ପକାଇ ଆଶାକର୍ମୀ ଧାରଣା ଦେଇଛନ୍ତି। ମେଡିକାଲରେ ତାଲା…
ଆମ୍ବ ଟାକୁଆ ଖାଇ ମୃତ୍ୟୁ ଅଭିଯୋଗ: ୭୨…
ଓଏଲ୍ ବ୍ୟୁରୋ: ଦୀପାବଳିରେ ସାମ୍ନାକୁ ଆସିଥିଲା ଅଭାବନୀୟ ଘଟଣା। ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଛି। ତେବେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି। ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ଗାଁରେ ଏହି…
ଓଡ଼ିଶାବାସୀଙ୍କୁ ମିଳିବ ଆୟୁଷ୍ମାନ ଭାରତ…
ଓଏଲ୍ ବ୍ୟୁରୋ: ଆଜିଠୁ ସାରା ଭାରତରେ ଲାଗୁ ହୋଇଛି ଆୟୁଷ୍ମାନ ଭାରତ। ନବମ ଆୟୁର୍ବେଦ ଦିବସ ଅବସରରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ଏକାଧିକ ସ୍ବାସ୍ଥ୍ୟ ପ୍ରକଳ୍ପ ଓ ଭତ୍ତିଭୂମିର ଶୁଭ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଆଜି ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର…
ଆସନ୍ତାକାଲିଠୁ ଲାଗୁ ହେବ ଆୟୁଷ୍ମାନ ଭାରତ…
ଓଏଲ୍ ବ୍ୟୁରୋ: ଆସନ୍ତାକାଲିଠାରୁ ସାରା ଭାରତରେ ଲାଗୁ ହେବ ଆୟୁଷ୍ମାନ ଭାରତ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିବେ। ଏନେଇ ଯୋଜନା ସଂପର୍କରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ।…
ବାତ୍ୟା ପାଇଁ ଡାକ୍ତରଙ୍କ ଛୁଟି ବାତିଲ୍
ଓଏଲ୍ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟା ଦାନାକୁ ନେଇ…
ଅଙ୍ଗଚୋରି ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ…
ଓଏଲ୍ ବ୍ୟୁରୋ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଚାଞ୍ଚଲ୍ୟକର ଅଭିଯୋଗ ସାମ୍ନାକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଚିକିତ୍ସିତ ବ୍ୟକ୍ତିଙ୍କ ଅଙ୍ଗ ତସ୍କରୀ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ। କଟକରେ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକ ବାଲିଗୁଡ଼ା…