Odisha Link
Bridging the Missing Links in Odisha
Browsing Category

ଜାତୀୟ

ଜମି ଦୁର୍ନୀତି ମାମଲା: ଇଡିରେ ହାଜର ହେଲେ…

ଓଏଲ୍‌ ବ୍ୟୁରୋ: ଇଡିର ସମନ ପରେ ପଚରାଉଚରା ପାଇଁ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେ ରବର୍ଟ ଭଦ୍ରା। ଆଜି ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେଲେ ଉଦ୍ୟୋଗପତି ତଥା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା।ଏକ ଜମି ଚୁକ୍ତି ସହିତ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ବ୍ୟବସାୟୀ…

ଏକ୍ସପ୍ରେସ ଟ୍ରେନ୍‌ରେ ଏଟିଏମ୍

ଓଏଲ୍‌ ବ୍ୟୁରୋ: ଟ୍ରେନ୍‌ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ଭାରତରେ ଏକ୍ସପ୍ରେସ ଟ୍ରେନ୍‌ରେ ପ୍ରଥମ କରି ATM ବ୍ୟବସ୍ଥା ଆରମ୍ଭ ହୋଇଛି। ପଞ୍ଚଭତୀ ଏକ୍ସପ୍ରେସ୍‌ରେ ପରୀକ୍ଷାମୂଳକ ଭାବେ ATM ବ୍ୟବସ୍ଥା କାର୍ଯ୍ୟକ୍ଷମ ହୋଇଛି। ଏକ ଶୀତତାପ ନିୟନ୍ତ୍ରିତ ବଗିରେ ଏଟିଏମ୍ ଲାଗିଲା। ନାସିକରୁ…

ପୁଣି ଟ୍ରେଣ୍ଡରେ ଡୋଲୋ-୬୫୦, ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଜ୍ବର ଥଣ୍ଡା କାଶ ମୁଣ୍ଡବିନ୍ଧା ଗୋଡ଼ହାତ ବଥାର କଷ୍ଟ ମନେ ପକାନ୍ତୁ। ବୋଧହୁଏ କରୋନା ସମୟରେ ସମସ୍ତେ କେବେକେବେ ନାଁ କେବେ ଭୂତାଣୁର ଲହରରେ ଛନ୍ଦି ହୋଇ ଧନ୍ଦି ହୋଇଥିବେ। ବହୁତ କଷ୍ଟ ଯନ୍ତ୍ରଣା ଅନୁଭବ କରିଥିବେ। ସେତେବେଳେ ତ ବଜାରରେ ଗୁଡ଼ାଏ ଜ୍ବର ମେଡିସିନ ଥିଲା। କିନ୍ତୁ ଆମ…

ଭୟ ବଢ଼ାଇଲା ଭବିଷ୍ୟବାଣୀ, ଭାରତରେ…

ଓଏଲ୍‌ ବ୍ୟୁରୋ: ମିଆଁମାରରେ ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୩ ହଜାର ଟପିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୪ହଜାର ୬୭୧ଜଣରୁ ଅଧିକ ଲୋକ ଆହତ ହୋଇଛନ୍ତି ଏବଂ ୨୧୪ଜଣ ଏବେ ବି ନିଖୋଜ ରହିଛନ୍ତି। ୫,୨୦୦ ଘର, ୧୮୦୦ ସ୍କୁଲ, ୮,୯୦୦ ମନ୍ଦିର ମାଟିରେ ମିଶିଛି। ମିଆଁମାର ଭୂକମ୍ପରେ ୧୭୭…

ଖୁବଶୀଘ୍ର ହୋଇପାରେ ମନ୍ତ୍ରିମଣ୍ଡଳ…

ଓଏଲ୍‌ ବ୍ୟୁରୋ: ଭାରତୀୟ ଜନତା ପାର୍ଟିର ସରକାର ଓ ସଙ୍ଗଠନରେ ହେବାକୁ ଯାଉଛି ବଡ଼ ଅଦଳବଦଳ। ଖୁବଶୀଘ୍ର ଭାରତୀୟ ଜନତା ପାର୍ଟିକୁ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ ଆସନ୍ତା ରବିବାର ମଧ୍ୟରେ ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାମ ଘୋଷଣା…

ଛତିଶଗଡ଼ରେ ଟଳିଲେ ୨ ହାର୍ଡକୋର ମାଓବାଦୀ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ରେ ପୁଣି ଏନକାଉଣ୍ଟର। ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ବେଳେ ପୁଲିସକୁ ସଫଳତା ମିଳିଛି। ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। କୋଣ୍ଡାଗାଁଓ-ନାରାୟଣପୁର ସୀମାରେ ଏନ୍‌କାଉଣ୍ଟର ହୋଇଛି। AK-୪୭ ବନ୍ଧୁକ ସହ ୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

ଭୂମିକମ୍ପରେ ବିଧ୍ୱସ୍ତ ହୋଇଛି ମିଆଁମାରର…

ଓଏଲ୍‌ ବ୍ୟୁରୋ: ମିଆଁମାରରେ ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୩ ହଜାର ଟପିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୪ହଜାର ୬୭୧ଜଣରୁ ଅଧିକ ଲୋକ ଆହତ ହୋଇଛନ୍ତି ଏବଂ ୨୧୪ଜଣ ଏବେ ବି ନିଖୋଜ ରହିଛନ୍ତି। ୫,୨୦୦ ଘର, ୧୮୦୦ ସ୍କୁଲ, ୮,୯୦୦ ମନ୍ଦିର ମାଟିରେ ମିଶିଛି। ମିଆଁମାର ଭୂକମ୍ପରେ ୧୭୭…

ଜୁଲାଇ ୩ରୁ ଅମରନାଥ ଯାତ୍ରା କରିପାରିବେ…

ଓଏଲ୍‌ ବ୍ୟୁରୋ: ବାବା ଅମରନାଥ ପୀଠକୁ ଯାତ୍ରା କରିବାକୁ ଚାହୁଁଥିବା ଭକ୍ତଙ୍କ ପାଇଁ ଖୁସି ଖବର। ଚଳିତବର୍ଷ ଅମରନାଥ ଯାତ୍ରା ପାଇଁ ସରକାର ତାରିଖ ଘୋଷଣା କରିଛନ୍ତି। ମାତା ବୈଷ୍ଣୌଦେବୀ ସାଇନବୋର୍ଡ କମିଟି ବୈଠକର ନିଷ୍ପତ୍ତି ମୁତାବକ ଜୁଲାଇ ୩ ତାରିଖରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ। ଏହି…

ଅଲିମ୍ପିକ୍ସରେ ଦେଖିବାକୁ ମିଳିବ…

ଓଏଲ୍‌ ବ୍ୟୁରୋ: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଏଣିକି ଅଲିମ୍ପିକ୍ସରେ ଦେଖିବାକୁ ମିଳିବ କ୍ରିକେଟର କ୍ରେଜ୍। କାରଣ ଲସ୍ ଏଞ୍ଜେଲସ ଅଲିମ୍ପିକ୍ସ ୨୦୨୮ରେ କ୍ରିକେଟରେ ସାମିଲ ହୋଇଛି। ଇଣ୍ଟରନ୍ୟାସନାଲ ଅଲିମ୍ପିକ୍ସ କମିଟି ସଭାପତି ଥୋମାସ ବାଚ ଏନେଇ ପୂର୍ବରୁ ଆନୁଷ୍ଠାନିକ ଭାବେ ଘୋଷଣା କରିଥିବାବେଳେ…

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ…

ଓଏଲ୍‌ ବ୍ୟୁରୋ: ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ ମନ୍ତ୍ରଣାଳୟରେ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟ ଶାସନ ସଚିବ ଓ ଡିଜିପି ମଧ୍ୟ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିବା ସୂଚନା ରହିଛି। ତେବେ ରାଜ୍ୟରେ…