Odisha Link
Bridging the Missing Links in Odisha
Browsing Category

ଓଡ଼ିଶା

ଆଜି ଚାଚା ନେହେରୁଙ୍କ ଜନ୍ମ ଜୟନ୍ତୀ,…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହର ଲାଲ ନେହେରୁଙ୍କ ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ଶିଶୁ ଦିବସ ଅବସରରେ ରାଜ୍ୟ ତଥା…

ଆଜି ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ଦିନଟିଏ,…

ଓଏଲ୍‌ ବ୍ୟୁରୋ: ଶିଶୁ ଦିବସ ବା ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ଦିନଟିଏ। ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମ ଦିନକୁ ସାରା ଭାରତ ବର୍ଷରେ ଶିଶୁ ଦିବସ ରୂପେ ପାଳନ କରାଯାଏ। ସେ ଛୋଟ ଛୁଆଙ୍କୁ ଅଧିକ ଭଲ ପାଇବା ସହ ସେମାନଙ୍କ ଗହଣରେ ଅଧିକ ସମୟ ବିତାଇବାକୁ ଭଲ ପାଉଥିଲେ।…

କାଲିଠୁ ଐତିହାସିକ କଟକ ବାଲିଯାତ୍ରା,…

ଓଏଲ୍‌ ବ୍ୟୁରୋ: କାଲିଠୁ କଟକର ଐତିହାସିକ ବାଲିଯାତ୍ରା। ମହାନଦୀ କୂଳରେ ଜୋରସୋରରେ ଚାଲିଛି ପ୍ରସ୍ତୁତି। ଦୋଳି ବନ୍ଧାଠାରୁ ଆରମ୍ଭ କରି ମଞ୍ଚ ସଜା ସବୁଠି ଚାଲିଛି ଜୋରସୋର କାମ। ଏଥରର ମୁଖ୍ୟ ଆକର୍ଷଣ ରହିବ କଟକ ଇନ୍‌ କଟକ। ଚଳିତବର୍ଷ ବାଲିଯାତ୍ରାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ସମବାୟ ସପ୍ତାହ ପାଳନ, ଯୋଗ ଦେଲେ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ସମବାୟ ସପ୍ତାହ ପାଳନ। ଆଜିଠୁ ୭୧ ତମ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ସମବାୟ ସପ୍ତାହ ପାଳନ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ନିଜର ମତବ୍ୟକ୍ତ କରିଛନ୍ତି। ସୂଚନା ଅନୁସାରେ, ସମବାୟ ସମିତି ପକ୍ଷରୁ ବିସ୍ତୃତ ଗାଇଡ଼ଲାଇନ ଜାରି…

ଭରତପୁର ଥାନା ମାମଲା: କମିଶନଙ୍କ ନିକଟରେ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ଵର ଭରତପୁର ଥାନା ପୁଲିସ-ଆର୍ମି ବିବାଦ ଘଟଣାର ତଦନ୍ତ ଜାରି ରହିଛି। ଘଟଣାରେ ପ୍ରତ୍ୟକ୍ଷ ଭାବେ ସମ୍ପୃକ୍ତ ସମସ୍ତଙ୍କୁ ହାଜର ପାଇଁ ତଦନ୍ତ କମିଶନଙ୍କ ନୋଟିସ୍ କ୍ରମେ ମେଜର ଓ ବାନ୍ଧବୀ ହାଜର ହୋଇଛନ୍ତି। କମିଶନଙ୍କ ନିକଟରେ ନିଲମ୍ବିତ ୫ ପୁଲିସ କର୍ମଚାରୀ ହାଜର ହେବେ। ନିଲମ୍ବିତ…

ତ୍ରିବିକ୍ରମ ବେଶରେ ମହାପ୍ରଭୁ,…

ଓଏଲ୍‌ ବ୍ୟୁରୋ: ଆଜି କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର ଦୁର୍ଲଭ ତ୍ରିବିକ୍ରମ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିବା ବେଳେ ଆଜି ମଧ୍ୟ ଲକ୍ଷାଧିକ ସଂଖ୍ୟାରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଅଛି। ଏହି…

ଗୋମାତାଙ୍କ ପାଇଁ ୩୪୨ କୋଟି ମଞ୍ଜୁର

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଯୋଜନା ଗୋମାତା(ଗୋଲ୍ ଫର ମ୍ୟାନେଜମେଂଟ ଆଣ୍ଡ ଟ୍ରିଟମେଂଟ ଅଫ ଆନିମଲ)କୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଏହି ଯୋଜନାରେ ୩ବର୍ଷ ପାଇଁ ମୋଟ…

୮ମ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ସମ୍ମାନ…

ଓଏଲ୍‌ ବ୍ୟୁରୋ: ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ୮ମ ଯୁବ ଲେଖକ ସମ୍ମାନ ଘୋଷଣା କରାଯାଇଛି। ଚଳିତ ବର୍ଷ ପାଇଁ ୧୦ ଜଣ ଲେଖକ ସେମାନଙ୍କ ଅପ୍ରକାଶିତ ପାଣ୍ଡୁଲିପି ନିମନ୍ତେ ଏହି ସମ୍ମାନ ଗ୍ରହଣ କରିବେ। କବିତା ପାଣ୍ଡୁଲିପି 'ମତେ ଖୋଜୁଛ କି ଈଶ୍ବର' ନିମନ୍ତେ ବରଗଡ଼ର ଜୀନାତମାମ୍‌…

ଆସନ୍ତା ୨୦ରୁ ବରଗଡରୁ ଆରମ୍ଭ ହେବ ଧାନ…

ଓଏଲ୍‌ ବ୍ୟୁରୋ:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନଠାରେ ଆଜି ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ…

ସମାଧାନ ହେବ ଆନ୍ତଃ ରାଜ୍ୟ ବିବାଦ

ଓଏଲ୍‌ ବ୍ୟୁରୋ: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।…