Odisha Link
Bridging the Missing Links in Odisha
Browsing Category

ଓଡ଼ିଶା

ସମାଧାନ ହେବ ଆନ୍ତଃ ରାଜ୍ୟ ବିବାଦ

ଓଏଲ୍‌ ବ୍ୟୁରୋ: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।…

ଓଡ଼ିଶାରେ କ୍ୟାନ୍‌ସର ଚିକିତ୍ସା…

ଓଏଲ୍‌ ବ୍ୟୁରୋ: ଲୋକସେବା ଭବନଠାରେ ଆମେରିକାର ମିୟୋ କ୍ଲିନିକ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ କ୍ୟାନ୍‌ସର ଚିକିତ୍ସା କ୍ଷେତ୍ରରେ ସବୁଠାରୁ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆଲୋଚନା…

କ୍ୟାବିନେଟରେ ୨ନୂଆ ଯୋଜନାକୁ ଅନୁମୋଦନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ  ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ।  ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’ ଉପଯୋଜନାରେ ୫ବର୍ଷରେ…

କ୍ୟାବିନେଟ୍ ନିଷ୍ପତ୍ତି: ସରକାରୀ ଚାକିରୀ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ବିଭିନ୍ନ ନିଯୁକ୍ତି ଏଜେନ୍ସୀ ଦ୍ୱାରା ଆୟୋଜିତ ପରୀକ୍ଷାରେ ଅନିୟମିତତାକୁ ନେଇ ବାରମ୍ବାର ବିବାଦ ଦେଖାଦେବା ପରେ ମୋହନ ମାଝୀ ସରକାର କଠୋର ଆଭିମୁଖ୍ୟ ଆପଣାଇଛନ୍ତି । ଏଣିକି ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା କଲେ ଅପରାଧୀଙ୍କୁ ୩ରୁ ୫ବର୍ଷ ଜେଲଦଣ୍ଡ ସହ ୧୦ଲକ୍ଷ…

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ…

ଓଏଲ୍‌ ବ୍ୟୁରୋ: ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମଜୟନ୍ତୀକୁ ଜନଜାତି ଗୈାରବ ଦିବସ ଭାବେ ବହୁ ଆଡମ୍ବରରେ ଦେଶବ୍ୟାପୀ ପାଳନ କରିବ ଭାରତୀୟ ଜନାପ ପାର୍ଟି। ନଭେମ୍ବର ୧୫ ତାରିଖରେ ପାଳନ ହେବ ଜନଜାତି ଗୌରବ ଦିବସ ଭାବେ ଦେଶରେ ପାଳନ କରାଯିବ। ଏହାକୁ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି।…

ଯଶିପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ମନ୍ତ୍ରୀ,…

ଓଏଲ୍‌ ବ୍ୟୁରୋ: ଆଜି ମୟୂରଭଞ୍ଜ ଗସ୍ତରେ ଯାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିବା ସହ ସେଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ…

ପୁଲିସ ଏସ୍‌ଆଇଙ୍କ ପାଇଁ ଖୁସି ଖବର,…

ଓଏଲ୍‌ ବ୍ୟୁରୋ: ପୁଲିସ ଏସ୍‌ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ଖସାଇଲେ ରାଜ୍ୟ ସରକାର। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସ୍‌ଆଇ ଇନ୍ସପେକ୍ଟର ହେଉଥିଲେ। ବର୍ତ୍ତମାନ ଚାକିରିର ୭ ବର୍ଷ ପରେ ପଦୋନ୍ନତି ନେଇ ଗୃହ ବିଭାଗ…

ଓଲିଉଡ୍ କଳି: ମନୋଜଙ୍କ ପରେ ଜବାବ ରଖିଲେ…

ଓଏଲ୍‌ ବ୍ୟୁରୋ: କିଛି ଦିନ ହେବ ସୋସିଆଲ ମିଡିଆରେ ଚଳଚ୍ଚିତ୍ର କଳାକାଳରଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଏସବୁ ଭିତରେ ଅଭିନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ଦେଲେ ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ବିରୋଧରେ ବାରମ୍ବାର ସୋସିଆଲ ମିଡ଼ିଆରେ…

‘ସଂଶୋଧନ କରନ୍ତୁ ତ୍ରୁଟି, ମିଳିବ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏଯାଏଁ ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ…

୨୯ରୁ ଡିଜିପି ସମ୍ମିଳନୀ, ସାମିଲ ହେବେ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୯ ତାରିଖରୁ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ଡିଜିପି ସମ୍ମିଳନୀ ହେବାକୁ ଯାଉଛି। ୩ ଦିନିଆ ଡିଜିପି ସମ୍ମିଳନୀ ଲୋକସେବା ଭବନରେ ଅନୁଷ୍ଠିତ ହେବ। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ଏନଏସଏ ଅଜିତ ଦୋଭାଲ ଯୋଗଦେବାର ସମ୍ଭାବନା ରହିଛି। ଏହି ସମ୍ମିଳନୀରେ ଦେଶର ସମସ୍ତ…