Odisha Link
Bridging the Missing Links in Odisha
Browsing Category

ଓଡ଼ିଶା

ପ୍ରଥମ ଥର ଓଡ଼ିଶାରେ ଆୟୋଜିତ ହେବ…

ଓଏଲ୍‌ ବ୍ୟୁରୋ:ପ୍ରଥମ ଥର ଓଡ଼ିଶା ଆୟୋଜିତ କରିବାକୁ ଯାଉଛି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତ୍ୟିକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ । ନଭେମ୍ବର ୧୨ ରୁ ୧୫ ତାରିଖ ଯାଏଁ ଏହି ଜାତୀୟସ୍ତରୀୟ ଉତ୍ସବ ହେବାକୁ ଥିବା ବେଳେ ନ୍ୟାସନାଲ୍ ଏଜୁକେସନ ସୋସାଇଟି ଫର୍ ଟ୍ରାଇବାଲ୍…

ଶୁଭ୍ରାଂଶୁ ପଣ୍ଡା ପାଇବେ ୪ର୍ଥ ଅକ୍ଷୟ…

ଭୁବନେଶ୍ବର: ପ୍ରତିଭା ରାୟ ଟ୍ରଷ୍ଟ ଓ ଆଦ୍ୟା ପ୍ରକାଶନୀ ପକ୍ଷରୁ ୨୦୨୪ ମସିହା ପାଇଁ ଚତୁର୍ଥ ‘ଅକ୍ଷୟ ସ୍ମାରକୀ ଉପନ୍ୟାସ ପୁରସ୍କାର’ ଘୋଷିତ ହୋଇଛି। ଚଳିତ ବର୍ଷର ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଁ କଥାଶିଳ୍ପୀ ଶୁଭ୍ରାଂଶୁ ପଣ୍ଡା ଯୋଗ୍ୟ ବିବେଚିତ ହୋଇଛନ୍ତି। ତାଙ୍କର ତୃତୀୟ ଉପନ୍ୟାସ 'ଇତର' ନିମନ୍ତେ…

ଆମେରିକା ହ୍ୟୁଷ୍ଟନରେ ଅଦିନରେ ଗଡ଼ିଲା…

ଓଏଲ୍‌ ବ୍ୟୁରୋ: ଏତେ ବିବାଦ ସତ୍ବେ ନିଜ ଜିଦରେ ଅଟଳ ରହିଲା ଇସ୍କନ। ଆମେରିକା ହ୍ୟୁଷ୍ଟନରେ ଅଦିନରେ ଗଡ଼ିଲା ନନ୍ଦିଘୋଷ । ଫେଷ୍ଟିଭାଲ ଅଫ ବ୍ଲିସ ନାଁରେ ରଥଯାତ୍ରା କରିଛି ଇସ୍କନ । ରଥରେ ଚତୁର୍ଦ୍ଧା ମୂର୍ତ୍ତି ନଥିଲେ ବି ନନ୍ଦିଘୋଷ ଭଳି ଅବିକଳ ରଥ ନିର୍ମାଣ କରି ଟାଣିଛି ଇସ୍କନ । ସୂଚନା ଅନୁସାରେ,…

ଚଳିତ ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା…

ଓଏଲ୍‌ ବ୍ୟୁରୋ: ଉଚ୍ଚ ଶିକ୍ଷା କ୍ଷେତ୍ରରେ  ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ…

ପର୍ଯଟନ କ୍ଷେତ୍ରର ହେବ ବିକାଶ: ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ଓଡିଶା ପର୍ଯ୍ୟଟନରେ ସୃଷ୍ଟି ହେବ ନୂଆ ଅଧ୍ୟାୟ । ଓଡିଶାକୁ ଛୁଟିବ ପର୍ଯ୍ୟଟକଙ୍କ ସୁଅ । ଓଡିଶାର ଆଇକନିକ ପର୍ଯ୍ୟଟନ କ୍ଷେତ୍ରର ବିକାଶ କରାଯିବ । ପ୍ରାକୃତିକ ପର୍ଯଟନ କ୍ଷେତ୍ର ବିକାଶ ପାଇଁ ଓଡିଶା ଆସିବେ ବିଦେଶୀ ନିବେଶବ । ଭିତ୍ତିଭୂମି କ’ଣ ରହିଛି ଏନେଇ ଲଣ୍ଡନରେ ଉପସ୍ଥାପନ…

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଦେଓରଞ୍ଜନ ସିଂଙ୍କୁ ଓଡ଼ିଶା ବନ ନିଗମ ଅଧ୍ୟକ୍ଷ ଦାୟିତ୍ୱ । ବିଶାଲ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ୱ ପ୍ରଦାନ । ସଞ୍ଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ଭାସ୍କର ଜ୍ୟୋତି ଶର୍ମା…

ହୋମ ଗାର୍ଡ ନିଯୁକ୍ତି ରହିତାଦେଶ…

ଓଏଲ୍‌ ବ୍ୟୁରୋ:ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ। ସୂଚନା…

ପଦ୍ମ ବିଜେତାଙ୍କୁ ମାସିକ ୩୦ ହଜାର ଟଙ୍କା

ଓଏଲ୍‌ ବ୍ୟୁରୋ:ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟତା ରାଶି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା…

ରିଚାର୍ଜ କଲେ ୩୪୯ ଟଙ୍କା, ଗାଏବ ହେଲା…

ଓଏଲ୍‌ ବ୍ୟୁରୋ:ମାତ୍ର ୩୪୯ ଟଙ୍କାର ମୋବାଇଲ ରିଚାର୍ଜ କରୁ କରୁ ଆକଉଣ୍ଟରୁ ଗାଏବ ହୋଇଗଲା ପ୍ରାୟ ୪ ଲକ୍ଷ ଟଙ୍କା। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀ ଏପରି ସାଇବର ଫ୍ରଡର ଶିକାର ହୋଇଛନ୍ତି। ଏନେଇ ସାଇବର ଥାନାରେ ଅଭିଯୋଗ କରିଛନ୍ତି ଯୁବତୀ। ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ୧୫ ଦିନ ତଳେ ନିଜ ମୋବାଇଲ…

ସ୍ବାଭାବିକ ହେଲା ଡାକସେବା

ଓଏଲ୍‌ ବ୍ୟୁରୋ: ୩ ଦିନ ବ୍ୟବଧାନ ପରେ ପୁଣି ସ୍ବାଭାବିକ ହେଲା ରାଜ୍ୟ ସମସ୍ତ ଡାକ ସେବା । ଗତ ୩ ଦିନ ହେବ ଲିଙ୍କ ଫେଲ୍ ସମସ୍ୟା ଯୋଗୁଁ ହଇରାଣ ହେଉଥିଲେ ସାଧରଣ ଲୋକ । ଲିଙ୍କ୍ ଫେଲ ଯୋଗୁ ପୋଷ୍ଟ ଅଫିସ ଗୁଡ଼ିକରେ ଟଙ୍କା ଦେଣନେଣ ଠପ୍ ହୋଇଥିଲା । ଟଙ୍କା ଡିପୋଜିଟ ହୋଇପାରି ନଥିବାରୁ ବହୁ ଅସୁବିଧାର…