Browsing Category
ଯୋଜନା ଓ ବିକାଶ
କ୍ୟାବିନେଟରେ ୨ନୂଆ ଯୋଜନାକୁ ଅନୁମୋଦନ
ଓଏଲ୍ ବ୍ୟୁରୋ: ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’ ଉପଯୋଜନାରେ ୫ବର୍ଷରେ…
ଆସନ୍ତା ୨୪ରେ ଆସିବ ସୁଭଦ୍ରାର ତୃତୀୟ…
ଓଏଲ୍ ବ୍ୟୁରୋ: ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସୁନ୍ଦରଗଡ଼ରେ ମିଳିବ ତୃତୀୟ ପର୍ଯ୍ୟାୟ ଟଙ୍କା।
ଏହା ପୂର୍ବରୁ…
‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ରେ ଲାଭ…
ଓଏଲ୍ ବ୍ୟୁରୋ: ଏବେ ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ଅଧାରୁ ପାଠପଢ଼ା ଛାଡ଼ିବାକୁ ପଡ଼ିବ ନାହିଁ । ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ନିମନ୍ତେ ‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର । ଗତକାଲି କେନ୍ଦ୍ର କ୍ୟାବିନେଟ୍ ଏହି ଯୋଜନାକୁ ଅନୁମୋଦନ କରିଛି । ଏହା…
ନଭେମ୍ବର ୧୦ରୁ ‘ଅନ୍ତର୍ଜାତୀୟ ଶ୍ରୀ…
ଓଏଲ୍ ବ୍ୟୁରୋ:କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ତାରିଖରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ ଆୟୋଜିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମକୁ ଉଦ୍ଘାଟନ…
ଓଡ଼ିଶାରେ ଏକ ଲକ୍ଷ କୋଟି ଟଙ୍କା ନିବେଶ…
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ଆଉ ଏକ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ। ମୁମ୍ବାଇରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଦୁଇ ଦିନିଆ ନିବେଶକ ସମ୍ମିଳନୀରେ ଘୋଷଣା କରିଛନ୍ତି ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲ। ଗ୍ରୀନ୍ ଆଲୁମିନିୟମ ଉତ୍ପାଦନ ପାଇଁ ୬ ଏମ୍ଟିପିଏ ଆଲୁମିନା ରିଫାଇନାଣି ଏବଂ ୩…
ବିଦ୍ୟାଳୟରେ କମିବ ଡ୍ରପଆଉଟ୍ ହାର, ମାଧୋ…
ଓଏଲ୍ ବ୍ୟୁରୋ: ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ସହିଦ ମାଧୋ ସିଂହ ଛାତ୍ରବୃତ୍ତି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ପ୍ରୋତ୍ସାହିତ କରିବା ତଥା ଡ୍ରପଆଉଟ ସଂଖ୍ୟାକୁ କମାଇବା ଭଳି ମହତ ଉଦ୍ଦେଶ୍ୟ ରଖି ଏହି…
VL-SRSAM ମିସାଇଲର ସଫଳ ପରୀକ୍ଷଣ
ଓଏଲ୍ ବ୍ୟୁରୋ: ଭିଏଲ୍-ଏସ୍ଆରଏସ୍ଏଏମ୍ ସଫଳ ପରୀକ୍ଷଣ। ଆଜି ଅପରାହ୍ନ ୩ଟା ୧୯ ମିନିଟରେ ବାଲେଶ୍ବର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଭର୍ଟିକାଲ ଲଞ୍ଚ ସ୍ବଳ୍ପ ଦୂରଗାମୀ ଭୂପୃଷ୍ଠରୁ ଆକାଶକୁ ଲକ୍ଷଭେଦ କରିପାରୁଥିବା ଭିଏଲ୍-ଏସ୍ଆରଏସ୍ଏଏମ୍(ଭର୍ଟିକାଲ…
ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା
ଓଏଲ୍ ବ୍ୟୁରୋ: ସାରା ରାଜ୍ୟ ଆଜି ପାଳନ କରୁଛି ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ଆଜି ଓଡ଼ିଶାରେ ଲାଗୁ ହୋଇଛି ପିଏମ୍-ଉଷା ଯୋଜନା। ଭୁବନେଶ୍ବରଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟର ଉଚ୍ଚଶିକ୍ଷା…
‘୫୦ ହଜାର ଦେବୁ କହିଥିଲୁ, ୫୦…
ଓଏଲ୍ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ସୂଚନା ଦେଇଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍…
ଭବିଷ୍ୟତ ପାଇଁ ପ୍ରେରଣାଦାୟୀ ଦିନଟିଏ,…
ଓଏଲ୍ ବ୍ୟୁରୋ: ସାରା ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ। ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍ରେ ବର୍ଣ୍ଣାଢ୍ୟ ଉତ୍ସବ ଆୟୋଜିତ ହୋଇଛି। ମହାକାଶ ପ୍ରଯୁକ୍ତିବିଦ୍ୟାକୁ ନେଇ ଆୟୋଜିତ ପ୍ରଦର୍ଶନୀ ବୁଲି ଦେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।। ଚନ୍ଦ୍ରପୃଷ୍ଠରେ ଏକ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଭାରତ…