Browsing Category
ରାଜନୀତି
ବିଜେପିରେ ମିଶିବେ ଝାଡ଼ଖଣ୍ଡ ବାଘ, ରାଜ୍ୟ…
ଓଏଲ୍ ବ୍ୟୁରୋ: ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ। ଭାରତୀୟ ଜନତା ପାର୍ଟିରେ ମିଶିବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍। ଅଗଷ୍ଟ ୩୦ ତାରିଖରେ ଚମ୍ପାଇ ସୋରେନ ବିଜେପିରେ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ନିର୍ବାଚନ ଦାୟିତ୍ବରେ ଥିବା ହିମନ୍ତ…
ବିରୋଧୀଙ୍କ ଗଡ଼ ଉପରେ ବିଜେପିର ନଜର
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଠନ କରିବାର ଅଢ଼େଇ ମାସ ପରେ ଭାରତୀୟ ଜନତା ପାର୍ଟି ଦଳୀୟ ସଙ୍ଗଠନକୁ ମଜବୁତ କରିବା ପାଇଁ ଆରମ୍ଭ କରିଛି ସ୍ବତନ୍ତ୍ର ରଣନୀତି। ରାଜ୍ୟରେ ସଦସ୍ୟତା ଅଭିଯାନ ଆରମ୍ଭ କରିଛି ବିଜେପି। ବର୍ତ୍ତମାନ ଶାସକ ଦଳରେ ଥିବାରୁ ଅଧିକରୁ ଅଧିକ ସଦସ୍ୟ ଯୋଡ଼ିବାକୁ ଲକ୍ଷ୍ୟ…
ଜମ୍ମୁ କଶ୍ମୀର ନିର୍ବାଚନ: ଏନସି ୫୧ ଓ…
ଓଏଲ୍ ବ୍ୟୁରୋ: ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଜମ୍ମୁ କଶ୍ମୀରରେ ହେବାକୁ ଯାଉଛି ମତଦାନ। ପାଖାପାଖି ୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ନିର୍ବାଚନ ପାଣିପାଗ ଦେଖିବାକୁ ମିଳିଛି।ନିର୍ବାଚନ ବୈତରଣୀ ପାର କରିବା ପାଇଁ ସବୁଦଳ ଅଙ୍କକଷା ଆରମ୍ଭ କରିଛନ୍ତି। ଏହାରି ଭିତରେ ବିଜେପି ତା’ର ପ୍ରଥମ…
ଜମ୍ମୁକଶ୍ମୀର ନିର୍ବାଚନ: ପ୍ରାର୍ଥୀ…
ଓଏଲ୍ ବ୍ୟୁରୋ: ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଜମ୍ମ କଶ୍ମୀରରେ ହେବାକୁ ଯାଉଛି ମତଦାନ। ପାଖେଇ ଆସିଲାଣି ନିର୍ବାଚନ। ନିର୍ବାଚନ ବୈତରଣୀ ପାର କରିବା ପାଇଁ ସବୁଦଳ ଅଙ୍କକଷା ଆରମ୍ଭ କରିଛନ୍ତି। ଏହାରି ଭିତରେ ବିଜେପି ତା'ର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ବିଜେପିର ଏହି ତାଲିକାରେ…
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ:…
ଓଏଲ୍ ବ୍ୟୁରୋ: ବାଜି ସାରିଛି ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଗୁଲ। ୩ଟି ପର୍ଯ୍ୟାୟରେ ହେବ ଜମ୍ମୁ କଶ୍ମୀରର ୯୦ଟି ଆସନରେ ମତଦାନ। ଜମ୍ମୁ କଶ୍ମୀରରେ ସେପ୍ଟେମ୍ବର ୧୮ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ସେପ୍ଟେମ୍ବର ୨୫ରେ ଦ୍ବିତୀୟ ଓ ଅକ୍ଟୋବର ୧ ତାରିଖରେ ତୃତୀୟ…
ପିସିସି ଷ୍ଟିୟରିଂ କମିଟିରେ ୭ ସ୍ୱତନ୍ତ୍ର…
ଓଏଲ୍ ବ୍ୟୁରୋ: ମୁଁ ନୁହେଁ, ଆମେ। ଏହି ଢାଞ୍ଚାରେ ଓଡ଼ିଶା କଂଗ୍ରେସକୁ ଆଗକୁ ନେବାକୁ ରୋଡମ୍ୟାପ ପ୍ରସ୍ତୁତ କରିଛି ଏଆଇସିସି। ତେଣୁ ତରତର ହୋଇ ଜଣକୁ ମୁଖିଆ ନକରି ମିଳିତ ନେତୃତ୍ବକୁ ଫୋକସ କରିଛନ୍ତି ହାଇକମାଣ୍ଡ। ୧୪ ଜଣିଆ ଷ୍ଟିଅରିଂ କମିଟି ଗଠନ କରି ଓଡ଼ିଶା କଂଗ୍ରେସକୁ ଚଳଚଞ୍ଚଳ କରିବା ସହ ନୂଆ ଦିଗ…
୬ଟି ବ୍ଲକ୍ରେ ହେଉଛି ଉପ-ନିର୍ବାଚନ,…
ଓଏଲ୍ ବ୍ୟୁରୋ: ସାଧାରଣ ନିର୍ବାଚନର ଅଢ଼େଇ ମାସ ପରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ବିଜେଡି-ବିଜେପି। ରାଜ୍ୟର ୬ଟି ବ୍ଲକରେ ଅନୁଷ୍ଠିତ ହେଉଛି ଉପନିର୍ବାଚନ। ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ଥିଲା ବିଜେଡି ପାଖରେ। କିନ୍ତୁ ଏବେ ସ୍ଥିତି ବଦଳିଛି। ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ…
ରାଜ୍ୟସଭା ଉପନିର୍ବାଚନ: ମମତାଙ୍କ ପରେ…
ଓଏଲ୍ ବ୍ୟୁରୋ: ରାଜ୍ୟ ରାଜନୀତିରେ ରୋଚକ ଦୃଶ୍ୟ। ଆଜି ପୂର୍ବାହ୍ନରେ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ। ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ। କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ସବୁଠୁ ବଡ଼କଥା…
ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର…
ଓଏଲ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହନ୍ତ। ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ। କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହନ୍ତ।
ଗତକାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ସଂଖ୍ୟା…
“କଂଗ୍ରେସରେ ନାହିଁ କନ୍ଦଳ”
ଓଏଲ୍ ବ୍ୟୁରୋ: ମୁଁ ନୁହେଁ, ଆମେ। ଏହି ଢାଞ୍ଚାରେ ଓଡ଼ିଶା କଂଗ୍ରେସକୁ ଆଗକୁ ନେବାକୁ ରୋଡମ୍ୟାପ ପ୍ରସ୍ତୁତ କରିଛି ଏଆଇସିସି। ତେଣୁ ତରତର ହୋଇ ଜଣକୁ ମୁଖିଆ ନକରି ମିଳିତ ନେତୃତ୍ବକୁ ଫୋକସ କରିଛନ୍ତି ହାଇକମାଣ୍ଡ। ୧୪ ଜଣିଆ ଷ୍ଟିଅରିଂ କମିଟି ଗଠନ କରି ଓଡ଼ିଶା କଂଗ୍ରେସକୁ ଚଳଚଞ୍ଚଳ କରିବା ସହ ନୂଆ ଦିଗ…