Odisha Link
Bridging the Missing Links in Odisha
Browsing Category

ଧର୍ମ

ରଥାରୁଢ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ…

ପୁରୀ: ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିଲେ ଚତୁର୍ଦ୍ଧାମୂର୍ତ୍ତୀ। ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ରଥାରୁଢ଼। ରଥାରୁଢ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ। ୬…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ପବିତ୍ର ରଥଯାତ୍ରା। ଅଣସରରୁ ବାହାରିବା ପରେ ଭାଇ ଭଉଣୀଙ୍କୁ ସାଥିରେ ନେଇ ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ କାଳିଆ ସାଆନ୍ତ। ଏଥିପାଇଁ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ ହୋଇ ରହିଛି। ବଡ଼ଦାଣ୍ଡରୁ ରଥରେ ଚଢ଼ି ଜନ୍ମବେଦିକୁ ଯିବେ ଶ୍ରଜିଉ। ଧାଡ଼ି ପହଣ୍ଡି ପରେ ରଥାରୁଢ଼ ହେଲେ…

ଶ୍ରୀଜଗନ୍ନାଥଙ୍କ ପହଣ୍ଡି: ସୁସଜ୍ଜିତ…

ପୁରୀ: ଆରମ୍ଭ ହେଲା କାଳିଆ ସାଆନ୍ତଙ୍କ ପହଣ୍ଡି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ କରିଛନ୍ତି ମହପ୍ରଭୁ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ମଙ୍ଗଳାର୍ପଣ ସରି…

ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ…

ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ପାଳନ ହେଉଛି ରଥଯାତ୍ରା। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ…

ରଥଯାତ୍ରା: ଧାଡ଼ି ପହଣ୍ଡିରେ ରଥରେ ବିଜେ…

ପୁରୀ: ଆଜି ପବିତ୍ର ରଥଯାତ୍ରା। ଅଣସରରୁ ବାହାରିବା ପରେ ଭାଇ ଭଉଣୀଙ୍କୁ ସାଥିରେ ନେଇ ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ କାଳିଆ ସାଆନ୍ତ। ବଡ଼ଦାଣ୍ଡରୁ ରଥରେ ଚଢ଼ି ଜନ୍ମବେଦିକୁ ଯିବେ ଶ୍ରଜିଉ। ଏଥି ପାଇଁ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ ହୋଇ ରହିଛି। ଧାଡ଼ି ପହଣ୍ଡିରେ ରଥ ଉପରକୁ ଛୁଟିଆସିବେ…

ବିଜେହେବେ ମହାବାହୁ, ବିନା ଭକ୍ତରେ…

ପୁରୀ: ଆଜି ସୋମବାର ଆଷାଢ଼ ଶୁକ୍ଳ ଦ୍ବିତୀୟା ତିଥିରେ ଅନୁଷ୍ଠିତ ହେଉଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ବଡ଼ଭାଇ ଶ୍ରୀବଳଭଦ୍ର, ଭଉଣୀ ସୁଭଦ୍ରା ଏବଂ ଶ୍ରୀସୁଦର୍ଶନଙ୍କ ସହ ନବଦିନ ବ୍ୟାପି ଘୋଷଯାତ୍ରା କରିବେ କାଳିଆ ଠାକୁର ଶ୍ରୀଜଗନ୍ନାଥ। ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଶ୍ରୀଜିଉଙ୍କୁ ଅପେକ୍ଷା କରିଛନ୍ତି…

ବଡ଼ଦାଣ୍ଡରେ ବଡ଼ ପର୍ବ, ଆଜି ଏକାଠି ହେବେ…

ପୁରୀ: ରଥ ପ୍ରସ୍ତୁତ। ପଥ ବି ପ୍ରସ୍ତୁତ। ବାସ୍ ଆଉ କିଛି ସମୟର ଅପେକ୍ଷା। ରତ୍ନ ସିଂହାସନ ଛାଡ଼ି ଜନ୍ମବେଦୀ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀକ୍ଷେତ୍ରର ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦେଖିବା ପାଇଁ ବ୍ରହ୍ମାଣ୍ଡବାସୀ ଚାହିଁ ବସିଛନ୍ତି। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ…

ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ । ୧୫ ଦିନ ପରେ ଦକ୍ଷିଣୀ ଘରକୁ ବିଜେ କରିଛନ୍ତି ଦଶାବତାର ପଟିଦିଅଁ। ଏହା ପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। କରୋନା କଟକଣା ମଧ୍ୟରେ ସମସ୍ତ ନୀତିକାନ୍ତି ଚାଲିଛିି। ବେଶ ଦର୍ଶନ ପାଇଁ ପ୍ରତିବର୍ଷ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଥାଏ। କିନ୍ତୁ…

ରବିବାରଠୁ ପୁରୀରେ କର୍ଫ୍ୟୁ

ପୁରୀ: ଜ୍ବରରୁ ସୁସ୍ଥ ହେବା ପରେ ଆଜି ହେଉଛି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ମହାପ୍ରଭୁଙ୍କର ନବଯୌବନ ଦର୍ଶନ ବେଶ ଦର୍ଶନ କରି ଭକ୍ତ କୋଟି ପୁଣ୍ୟ ପାଇଥାଏ ବୋଲି ବିଶ୍ୱାସ ରହିଛି । ତେବେ କରୋନା କଟକଣା ଯୋଗୁଁ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନବଯୌବନ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ । ସୋମବାର ଅର୍ଥାତ୍‌…

ଚଳିତବର୍ଷ ରଥଯାତ୍ରାରେ ଛେରାପହଁରା କରିବେ…

ପୁରୀ: ଚଳିତ ବର୍ଷ ରଥାଯାତ୍ରାରେ ଛେରାପହଁରା କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଏନେଇ ସେ ଆଜି ସୂଚନା ଦେଇଛନ୍ତି । ସ୍ନାନ ଯାତ୍ରାକୁ ନଯାଇ ରଥ ପାଇଁ ନିଷ୍ପତ୍ତି ନେଇଛୁ କହିଲେ ଗଜପତି । ମହାପ୍ରଭୁ ଚାହିଁଲେ ବାହୁଡ଼ାରେ ମଧ୍ୟ ଆମେ ଯିବୁ କହିଲେ ଗଜପତି। ଏଥିସହିତ ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟ…