Odisha Link
Bridging the Missing Links in Odisha
Browsing Category

ଧର୍ମ

ଖୋଲିଲା ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର: କରୋନା କଟକଣା ଭିତରେ ଆଜିଠୁ ଖୋଲିଲା ଘଟଗାଁ ମା' ତାରିଣୀ ମନ୍ଦିର। କରୋନା କଟକଣା କୋହଳ ହେବା ପରେ ରାଜ୍ୟର ପ୍ରାୟ ସମସ୍ତ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲି ଥିବା ବେଳେ ଆଜିି ଘଟଗାଁ ସ୍ଥିତ ମା’ ତାରିଣୀ ମନ୍ଦିର ଖୋଲିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମନ୍ଦିର ଖୋଲିବା ପରେ…

ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ…

ନୂଆଦିଲ୍ଲୀ: ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ଦେଇଛନ୍ତି ରାଷ୍ଟ୍ରପତି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍’ର ପ୍ରତିନିଧିମାନଙ୍କୁ ଭେଟିବା ସହ ନିଜ ବ୍ୟକ୍ତିଗତ ଆକାଉଣ୍ଟ୍‌ରୁ ୫ ଲକ୍ଷ ୧୦୦ ଟଙ୍କା ପ୍ରଦାନ କରିଛନ୍ତି। ‘ରାମ ଜନ୍ମଭୂମି ତୀର୍ଥ…

ମକର ସଂକ୍ରାନ୍ତିରେ ଭୁଲ୍‌ରେ ବି କରନ୍ତୁ…

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ପର୍ବକୁ ସାରା ଦେଶରେ ବହୁ ଧୁମଧାମରେ ପାଳନ କରାଯାଏ। ହିନ୍ଦୁ ଧର୍ମରେ ମକର ସଂକ୍ରାନ୍ତିର ବିଶେଷ ମହତ୍ତ୍ୱ ରହିଛି। ପୌରାଣିକ କଥା ଅନୁଯାୟୀ ନୂଆ ଫଳ ଓ ନୂଆ ଋତୁର ଆଗମନକୁ ନେଇ ମକର ସଂକ୍ରାନ୍ତି ପାଳନ କରାଯାଏ। ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ…

ଆଜି ପବିତ୍ର ମକର ସଂକ୍ରାନ୍ତି, ଜାଣନ୍ତୁ…

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତି। ସାରା ଦେଶରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ୱ ରହିଛି। ଏହି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି। ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ। ତାମିଲନାଡୁରେ ପୋଙ୍ଗଲ, କର୍ଣ୍ଣାଟକ, ଗୋଆ, ଓଡିଶା, ହରିୟାଣା, ବିହାର,…

ଆସନ୍ତା କାଲି ମକର ସଂକ୍ରାନ୍ତି, କାହିଁକି…

ଓଏଲ୍‌ବ୍ୟୁରୋ: ଆସନ୍ତାକାଲି ମକର ସଂକ୍ରାନ୍ତି। ସାରା ଦେଶରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ୱ ରହିଛି। ଏହି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି। ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ। ତାମିଲନାଡୁରେ ପୋଙ୍ଗଲ, କର୍ଣ୍ଣାଟକ, କେରଳ ତଥା ଅଣ୍ଡର ପ୍ରଦେଶରେ…

ମକର ସଂକ୍ରାନ୍ତି ଉପଲକ୍ଷେ ଶ୍ରୀ ଶ୍ରୀ…

ଆଠଗଡ଼: ମକର ସଂକ୍ରାନ୍ତି ଉପଲକ୍ଷେ କରୋନା କଟକଣା କାରଣରୁ ଶ୍ରୀ ଶ୍ରୀ ଧବଳେଶ୍ବର ଓ ମଞ୍ଚେଶ୍ୱର ପୀଠକୁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଏହି ଧାରା ଆସନ୍ତା ୧୪ ତାରିଖ ସକାଳ ୫ଟା ସମୟ ଠାରୁ ରାତ୍ର ୧୦ଟା ସମୟ ପର୍ଯ୍ୟନ୍ତ ବଳବତ୍ତର ରହିବ। ମନ୍ଦିର ମଧ୍ୟକୁ କେବଳ ପୂଜକ, ସେବକ, ସୁରକ୍ଷା…

ଶ୍ରୀମନ୍ଦିରକୁ ସୁବର୍ଣ୍ଣ ସୂର୍ଯ୍ୟ-…

ପୁରୀ: ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ଠାରେ ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଭୁବନେଶ୍ୱର ର ପଦ୍ମ ଚରଣ ପାତ୍ର ନିଜ ପରିବାର ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ ସେଟ ସୁବର୍ଣ୍ଣ ସୂର୍ଯ୍ୟ- ଚନ୍ଦ୍ର ଦାନ କରିଛନ୍ତି। ୩ ହଳ ସୂର୍ଯ୍ୟ- ଚନ୍ଦ୍ରରେ ପ୍ରାୟ ୩୧୯ ଗ୍ରାମ ସୁନା ଓ ୮୨୨ ଗ୍ରାମ ରୁପା ବ୍ୟବହାର…

ରବିବାର ଦିନ ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ରବିବାର ଦିନ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ମନ୍ଦିର ସାନିଟାଇଜ କରିବାକୁ ଦର୍ଶନ ବନ୍ଦ ରଖିବାକୁ ନୁଷ୍ପତ୍ତି ନିଆଯାଇଛି। ସମୀକ୍ଷା ବୈଠକ ପରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା ଦେଇଛନ୍ତି। ତେବେ ଆସନ୍ତା ୨୧ରୁ ଆଉ ଲୋଡ଼ା ନାହିଁ କରୋନା ନେଗେଟିଭ ରିପୋର୍ଟ।ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ ପୁରୀ…

୨୧ରୁ କୋହଳ ହେବ ମହାପ୍ରଭୁଙ୍କ ଦର୍ଶନର…

ପୁରୀ: ଆସନ୍ତା ୨୧ରୁ ଆଉ ଲୋଡ଼ା ନାହିଁ କରୋନା ନେଗେଟିଭ ରିପୋର୍ଟ । ଏ ନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ଏଥି ନିମନ୍ତେ ନୂଆ ନୀତି ନିୟମ ନିର୍ଦ୍ଧାରଣ ହୋଇଛି। ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ଅଲଗା ଧାଡି ବ୍ୟବସ୍ଥା କରାଯିବ। ଏଥିସହ ସକାଳ ୭ରୁ…

କାଲିଠୁ ଖୋଲିବ ଧବଳେଶ୍ବର ମନ୍ଦିର

ଆଠଗଡ: ଆସନ୍ତା କାଲିଠୁ ଖୋଲିବ ଧବଳେଶ୍ବର ମନ୍ଦିର। ମନ୍ଦିର ଖୋଲିବା ନେଇ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି। କାଲି ମନ୍ଦିର ଖେଲିବା ପରେ କେବଳ ପୂଜକଙ୍କ ପରିବାର ହିଁ ଧବଳେଶ୍ବରଙ୍କର ଦର୍ଶନ କରିପାରିବେ। ଆସନ୍ତା ୯ ତାରିଖରେ ଏବଂ ୧୦ ତାରିଖରେ ସ୍ଥାନୀୟ ପଞ୍ଚାୟତବାସୀଙ୍କୁ ଦର୍ଶନ…