Browsing Category
ଧର୍ମ
ସ୍ନାନମଣ୍ଡପରେ ଶ୍ରୀଜିଉ, ସାଢ଼େ ୩ଟାରୁ…
ଓଏଲ୍ ବ୍ୟୁରୋ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ବଡ଼ ଦେଉଳର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତୀ। ୧୦୮ ସୁବାସିିତ ଜଳରେ ସ୍ନାକ କରିବେ ଶ୍ରୀଜିଉ। ପରେ ଦୁର୍ଲଭ ଗଜାନନ ବେଶରେ ଭକ୍ତଙ୍କୁ ଦେବେ ଦର୍ଶନ।
ଆଜି ୫ଟାରୁ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏବେ…
ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା,…
ଓଏଲ୍ ବ୍ୟୁରୋ: ଆଉ ଦିନକ ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନପୂର୍ଣ୍ଣିମା ପାଇଁ ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି। ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଦଇତାପତି। ଆଜିଠୁ ଦଇତାପତିଙ୍କ…
ଆଜି ଦେବୀ ଋକ୍ମିଣୀଙ୍କୁ ବିବାହ କରିବେ…
ଓଏଲ୍ ବ୍ୟୁରୋ: ଆଜି ଋକ୍ମିଣୀ ହରଣ ଏକାଦଶୀ। ଆଜି ବଡ଼ ଦେଉଳରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ। ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ କରାଯିବାର ପରମ୍ପରା ରହିଆସିଛି। ସକାଳଧୂପ ପୂଜା ବସିଥିବା…
ଶ୍ରୀମନ୍ଦିରରେ ପହଁଚିଲା ୩ କ୍ୱିଣ୍ଟାଲ୍…
ପୁରୀ: ଆଉ ଦିନ କେଇଟା ପରେ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ନୀତି ହେବ। ଅର୍ଥାତ୍ ଜୁନ୍ ୨୨ ତାରିଖରେ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଆରମ୍ଭ କରି ସାରିଛି ପ୍ରସ୍ତୁତି। ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜିଉଙ୍କ ଅଣସର ନୀତି ଅନୁଷ୍ଠିତ ହେବ। ଏହି…
ମହାପ୍ରଭୁଙ୍କ ଦୟଣା ଚୋରି ନୀତି;…
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁୁଷ୍ଠିତ ହେବ ମହାପ୍ରଭୁଙ୍କ ଦୟଣା ଚୋରି ନୀତି। ଏଥିପାଇଁ ବାଙ୍ଗାଲୋରରୁ ଆସି ପହଞ୍ଚି ସାରିଛି ମହାପ୍ରଭୁଙ୍କ ଦୟଣା। ଓଡ଼ିଶା ଜଳବାୟୁରେ ଦୟଣା ଉତ୍ପାଦନ ହେଉ ନଥିବାରୁ ବାଙ୍ଗାଲୋରରୁ କିଛି ଓଡ଼ିଆ ଏହାକୁ ପଠାଇଛନ୍ତି। ପୂର୍ବରୁ ଦକ୍ଷିଣ ଭାରତରୁ ମହାପ୍ରଭୁଙ୍କ ପାଇଁ ଦୟଣା…
ଜ୍ଞାନବାପୀ ମାମଲା: ମୁସଲିମ୍ ପକ୍ଷକୁ…
ଓଏଲ୍ ବ୍ୟୁରୋ: ଜ୍ଞାନବାପୀ ପୀଠ ମାମଲାରେ ଆହ୍ଲାବାଦ ହାଇର୍କୋଟଙ୍କ ବଡ଼ ରାୟ। ପୀଠରେ ଜାରି ରହିବ ହିନ୍ଦୁ ପକ୍ଷଙ୍କ ପୂଜାର୍ଚ୍ଚନା। ଜଷ୍ଟିସ ରୋହିତ ରଂଜନ ଅଗ୍ରୱାଲଙ୍କ ଖଣ୍ଡପୀଠରେ ଶୁଣାଣି ପରେ ରାୟ ଶୁଣାଇଛନ୍ତି କୋର୍ଟ।ଅନଜୁମନ ଇନ୍ତଜାମିଆ ମସଜିଦ କମିଟିର ଆବେଦନକୁ ଖାରଜ କରିଛନ୍ତି ଉଚ୍ଚ ନ୍ୟାୟାଳୟ।…
ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର, ଦୈନିକ…
ଓଏଲ୍ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ସାରିଛି ଏଏସ୍ଆଇ। ହେଲେ ନାଟମଣ୍ଡପ ମରାମତି ପୂର୍ବରୁ ମହାପ୍ରଭୁଙ୍କ ନୀତିରେ ବଡ଼ ବିଭ୍ରାଟ ଦେଖା ଦେଇଛି। ଶ୍ରୀମନ୍ଦିର ନୀତିକାନ୍ତି ଶୃଙ୍ଖଳିତ ନହେଲେ ନାଟମଣ୍ଡପ ମରାମତି କାର୍ଯ୍ୟ…
ଆଜିଠୁ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା;…
ଓଏଲ୍ ବ୍ୟୁରୋ: ଆଜିଠୁ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ। ଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲାର ଯୋରନ୍ଦା ମହିମାଗାଦି ପୀଠ। ଏହି ମେଳାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ହୋଇ ସାରିଛି। ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଯୋରନ୍ଦା…
ଆଜି ବନ୍ଦ ରହିବ କାଳିଆ ଦର୍ଶନ
ଓଏଲ୍ ବ୍ୟୁରୋ: ବୁଧବାର ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…
ଆଜି ପବିତ୍ର ବସନ୍ତ ପଞ୍ଚମୀ; ଧରାପୃଷ୍ଠରେ…
ଓଏଲ୍ ବ୍ୟୁରୋ: ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା। ସାରା ଦେଶରେ ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ବଡ଼ ଧୁମଧାମରେ ପାଳନ ହେଉଛି।ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ୱତୀ।ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ପାଳନ କରାଯାଏ ସରସ୍ୱତୀ ପୂଜା। ସରସ୍ୱତୀଙ୍କୁ ଜ୍ଞାନର ଦେବୀ…