Odisha Link
Bridging the Missing Links in Odisha
Browsing Category

ଧର୍ମ

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର, ଖୋଲିଲା…

ଓଏଲ୍‌ ବ୍ୟୁରୋ: ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଆଜିଠୁ ଖୋଲିଲା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର ମନ୍ଦିର। ବାବା ଧବଳେଶ୍ୱରଙ୍କୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ଦେଇଛନ୍ତି ଆଠଗଡ ଉପଜିଲ୍ଲାପାଳ। ମହାନଦୀ ପଠା ମଧ୍ୟରେ ହୋଇଥିବା ଅସ୍ଥାୟୀ ରାସ୍ତା ଦେଇ ଲୋକେ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ। ମକର…

ରାତି ୧୦ରେ ଉଠିବ ମହାଦୀପ

ଓଏଲ୍‌ ବ୍ୟୁରୋ: ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୧ ତାରିଖରେ ପାଳନ ହେବ ମହାଶିବରାତ୍ରୀ। ଭୋଳାବାବାଙ୍କ ମହାପର୍ବକୁ ସୁରୁଖୁରୁରେ କରିବା ପାଇଁ ରାଜ୍ୟର ବିଭିନ୍ନ ଶୈବପୀଠରେ ଆରମ୍ଭ ହୋଇଛି ବୈଠକ। ଏସବୁ ମଧ୍ୟରେ ରାଜଧାନୀ ଭୁବନେଶ୍ବର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ…

ଆଜି ପବିତ୍ର ମକର ସଂକ୍ରାନ୍ତି,…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ମକର ସଂକ୍ରାନ୍ତି। ସାରା ଦେଶରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ୱ ରହିଛି। ଏହି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି। ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ। ତାମିଲନାଡୁରେ ପୋଙ୍ଗଲ, କର୍ଣ୍ଣାଟକ, ଗୋଆ, ଓଡିଶା, ହରିୟାଣା, ବିହାର,…

ଓଡ଼ିଶାରେ ମିଶନାରୀ ସେବା ସଂସ୍ଥାକୁ…

ଭୁବନେଶ୍ବର: ମିସନାରୀଜ୍‌ ଅଫ୍‌ ଚାରିଟୀ ନାମକ ଖ୍ରୀଷ୍ଟିଆନ୍‌ ସେବା ସଂସ୍ଥାକୁ ୭୯ ଲକ୍ଷ ଟଙ୍କା ଅନୁଦାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଦିଆଯିବ। କୋଲକାତାରେ ଥିବା ମିସନାରୀଜ୍‌ ଅଫ୍‌ ଚାରିଟୀ ଦ୍ବାରା ଓଡ଼ିଶାରେ ପରିଚାଳିତ ୧୩ଟି…

ଆଜି ପବିତ୍ର ଧନୁ ସଂକ୍ରାନ୍ତି,…

ପୁରୀ: ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ଏଥିପାଇଁ ଶ୍ରୀମନ୍ଦିରଠୁ ଆରମ୍ଭ କରି ସମସ୍ତ ଦେବାଳୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି। ବିଶେଷକରି ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଥାଏ। ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୁଆଁ ଆଦି ଶ୍ରୀଜିଉଙ୍କ ନିକଟରେ ଲାଗି ହୋାଇଛି।…

ଆଜିଠୁ ୩ ଦିନ ଜଗା ଦର୍ଶନ ବନ୍ଦ

ପୁରୀ: ଆଜିଠୁ ତିନି ଦିନ ଜଗା ଦର୍ଶନ ବନ୍ଦ। ଏନେଇ ଘୋଷଣା କରିଛି ଶ୍ରମନ୍ଦିର ପ୍ରଶାସନ। ସୋମବାରଠୁ ନୂଆ କଟକଣାରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି। ମନ୍ଦିର ପ୍ରଶାସନ ସୂଚନା ମୁତାବକ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର…

କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ: ଆଜି ହେଉଛି ଭାଦ୍ରବ କୃଷ୍ଣ ଏକାଦଶୀ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ବିରାଜିତ ମହାବାହୁ କାଳୀୟଦଳନ ବେଶରେ ଆଜି ଦର୍ଶନ ଦେବେ। ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ…

ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସାଧାରଣ…

ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ। ଜନ୍ମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରରେ ବନ୍ଦ ରହିବ ଭକ୍ତଙ୍କ ସାଧାରଣ ଦର୍ଶନ। ଅଧିକ ଗହଳି ଆଶଙ୍କାରେ ମନ୍ଦିର ରଖିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜନ୍ମାଷ୍ଟମୀରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁସାରେ ଜନ୍ମାଷ୍ଟମୀ ନୀତି…

ଆଜି ପବିତ୍ର ଜନ୍ମାଷ୍ଟମୀ, କଟକଣା ମଧ୍ୟରେ…

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାରାଗାରରେ କୃଷ୍ଣଙ୍କର ଜନ୍ମ ହୋଇଥିଲା। ଦେବକୀଙ୍କର ଅଷ୍ଟମ ଗର୍ଭର ସନ୍ତାନ ଭାବେ ଜନ୍ମ ହୋଇଥିଲେ କୃଷ୍ଣ। ଏହି ଦିନକୁ ଉତ୍ତର ପ୍ରଦେଶର ମଥୁରା ଓ ବୃନ୍ଦାବନ ସମେତ ଦେଶର ବିଭିନ୍ନ ମନ୍ଦିରରେ ଉତ୍ସାହର ସହିତ ପାଳନ…

ଆଜି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି,…

ପୁରୀ: ଆଜି ହେଉଛି ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ସମ୍ପନ୍ନ ହେବ। ଏଣୁ ଅପରାହ୍ନ ୨ଟାରୁ ସର୍ବସାଧାରଣ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ରହିଛି। ଅପରାହ୍ନରେ ଦଇତାପତି ସେବକମାନେ ଏହି ସେବା କରିବେ। ଭୋଗମଣ୍ଡପ…