Odisha Link
Bridging the Missing Links in Odisha
Browsing Category

ଧର୍ମ

ଛେରା ପହଁରା ନୀତି ଆରମ୍ଭ

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରିବା କାଳିଆ ସାଆନ୍ତ। ତେବେ କଡା କଟକଣା ଭିତରେ ରଥାରୁଢ ହୋଇ ଶ୍ରୀସୁଦର୍ଶନ, ମହାପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଏବଂ…

ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରିବା କାଳିଆ ସାଆନ୍ତ। ତେବେ କରୋନା କଟକଣା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପାଳିତ ହେଉଛି ମହାପ୍ରଭୁଙ୍କ ଘୋଷଯାତ୍ରା।…

ବାହୁଡ଼ା ଯାତ୍ରା: ପହଣ୍ଡି ନୀତି ଆରମ୍ଭ,…

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରିବା କାଳିଆ ସାଆନ୍ତ। ତେବେ କରୋନା କଟକଣା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପାଳିତ ହେଉଛି ମହାପ୍ରଭୁଙ୍କ ଘୋଷଯାତ୍ରା।…

ଆଜି ପବିତ୍ର ବାହୁଡ଼ା ଯାତ୍ରା

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ଆଜି ବାହୁଡ଼ିବେ ମହାପ୍ରଭୁ। ଏଥିପାଇଁ ସୋମବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ସାଢ଼େ ୬ଟାରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ବାହୁଡ଼ା ପହଣ୍ଡି ପାଇଁ ସୋମବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଶ୍ରୀମୁଖ ଖଣ୍ଡୁଆ ସହ ବାହୁଟ…

ଖୋଲିଲା କେରଳର ସାବରିମାଳା ମନ୍ଦିର

କେରଳ: ଆଜିଠୁ ଖୋଲିଲା କେରଳର ପ୍ରସିଦ୍ଧ ସାବରିମାଳା ମନ୍ଦିର। କରୋନା କଟକଣାରେ ୫ଦିନ ପାଇଁ ମନ୍ଦିରକୁ ଖୋଲାଯାଇଛି। ଏନେଇ ସାବରିମାଳା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୭ ରୁ ୨୧ ତାରିଖ ପର୍ଯ୍ୟନ୍ତ ପୂଜାପାଠ ପାଇଁ ମନ୍ଦିର ଖୋଲାଯାଇଛି। ବିଧି ଅନୁସାରେ ପୂଜା କାର୍ଯ୍ୟ ହେଉଛି। ସମସ୍ତ କରୋନା…

ଆଜି ପବିତ୍ର ହେରାପଞ୍ଚମୀ, ରଥ ଭାଙ୍ଗିବେ…

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ। ରଥ ଭାଙ୍ଗିବେ ମା' ମହାଲକ୍ଷ୍ମୀ । ଗୁଣ୍ଡିଚାଘରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଗରେ ଭାଙ୍ଗିବେ ନନ୍ଦିଘୋଷ ରଥ। ଗୁଣ୍ଡିଚା ମନ୍ଦିରକୁ ଧର୍ମପତ୍ନୀଙ୍କୁ ସାଙ୍ଗରେ ନଆଣି ବଡ଼ଭାଇ ଓ ଭଉଣୀଙ୍କୁ ନେଇ ବୁଲି ଆସିଛନ୍ତି ଆସିଛନ୍ତି ମହାପ୍ରଭୁ। ଏଣୁ ପ୍ରଚଣ୍ଡ ରାଗରେ…

ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ…

ପୁରୀ: ଗତକାଲି ଶରଧା ବାଲିରେ ତିନି ରଥ ରଥ ପହଞ୍ଚି ସାରିଛି। ରଥାରୂଢ ହୋଇ ଦର୍ଶନ ଦେଉଛନ୍ତି ମହାବାହୁ। ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ…

ଗଡ଼ିଲା ରଥ, ଟାଣି ନେଉଛନ୍ତି ସେବାୟତ

ପୁରୀ: ଆଜି ପବିତ୍ର ରଥଯାତ୍ରା। କରୋନା କଟକଣା ମଧ୍ୟରେ ଅନୁଷ୍ଟିତ ହେଉଛି ରଥଯାତ୍ରା। ରଥ ଉପରେ ସମସ୍ତ ନୀତିକାନ୍ତି ସପନ୍ନ ହୋଇଛି। ତିନି ରଥରେ ଛେରାପହଁରା ନୀତି ଶେଷ କରି ଗଜପତି ମହାରାଜ ଶ୍ରୀନଅରକୁ ଫେରିଯିବା ପରେ ରଥଗୁଡ଼ିକରେ ସାରଥୀ ଓ ଘୋଡ଼ାଯୋଚା କାମ ଶେଷ ହୋଇଛି। ତିନି ରଥକୁ ଶରଧାବାଲି ଅଭିମୁଖେ…

ରଥଯାତ୍ରା: ଅହମ୍ମଦାବାଦରେ ଟଣା ହେଲା ରଥ

ଅହମ୍ମଦାବାଦ: ଆଜି ପବିତ୍ର ରଥଯାତ୍ରା। ପୁରୀ ସହ ଗୁଜୁରାଟର ଅହମ୍ମଦାବାଦରେ ମଧ୍ୟ ଅନୁଷ୍ଠିତ ହେଉଛି ରଥଯାତ୍ରା। ପ୍ରଭୁ ଜଗନ୍ନାଥଙ୍କ ୧୪୪ ତମ ରଥଯାତ୍ରା ଅବସରରେ ଆଜି ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଏବଂ ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲଙ୍କ ଉପସ୍ଥିତିରେ ଅହମ୍ମଦାବାଦରେ ପ୍ରଭୁ ଜଗନ୍ନାଥ ମନ୍ଦିରରୁ ରଥ ଟଣା…

ଛେରାପହଁରା ନୀତି ଆରମ୍ଭ

ପୁରୀ: ଆଜି ପବିତ୍ର ରଥଯାତ୍ରା। ତିନି ଠାକୁର ରଥାରୁଢ ହେବା ପରେ ଆରମ୍ଭ ହୋଇଛି ଛେରାପହଁରା ନୀତି। ଛେରାପହଁରା କରୁଛନ୍ତି ଗଜପତି ମହାରାଜ। ସୁନା ଖଡିକାରେ ଛେରାପହଁରା କରୁଛନ୍ତି ମହାପ୍ରଭୁଙ୍କ ଆଦ୍ୟସେବକ। ତିନି ରଥରେ ଛେରାପହଁରା କରିବେ ଗଜପତି ଦିବ୍ୟସିଂହ ଦେବ। ତିନି ରଥରେ ଛେରା ପହଁରା ପାଇଁ…