ରାଜ୍ୟରେ ହେବନି ସଂପୂର୍ଣ୍ଣ ଅନଲକ୍:…
ଭୁବନେଶ୍ୱର: ଏବେ ହେବନି ସଂପୂର୍ଣ୍ଣ ଅନଲକ୍। ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ ବୋଲି ଡିଏମଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡଲାଇନ ଘୋଷଣା ହେବ। ସେ ନେଇ କମିଟି ନିଷ୍ପତ୍ତି ନେବେ।
କଟକ ଓ ଭୁବନେଶ୍ଵରରେ କରୋନା ସଂକ୍ରମଣର…